ଅଗ୍ନିକାଣ୍ଡରେ ୧୦ ବଖରା ଜଳିଗଲା

ଭଞ୍ଜନଗର,୧୫ା୪(ଡି.ଏନ୍‌.ଏ.): ଭଞ୍ଜନଗର ତହସିଲ ଅନ୍ତର୍ଗତ ବାରୁଡ଼ାରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଜଳିଯାଇଛି। କ୍ଷତିଗ୍ରସ୍ତ ପରିବାରଗୁଡିକ ହେଲେ ରାଜୁ ନାଇକ, ସୁରେଶ ନାଇକ, ପାଲୁଣି ନାଇକ, ସେବତୀ ନାଇକ, ଭିକାରୀ ନାଇକ। ଶର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଭଞ୍ଜନଗର ଦମକଳ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। କ୍ଷତିଗ୍ରସ୍ତ ପରିବାରଗୁଡ଼ିକ ଗରିବ ଶ୍ରେଣୀର ହୋଇଥିବା ଯୋଗୁ ସେମାନଙ୍କୁ ପର୍ଯ୍ୟାପ୍ତ ସରକାରୀ ସହାୟତା ଯୋଗାଇ ଦିଆଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri