ୟୁକ୍ରେନ୍‌ରୁ ଫେରିଲେ କୋରାପୁଟ ଜିଲାର ୧୦ ଛାତ୍ରୀଛାତ୍ର

କୋରାପୁଟ,୯।୩(ସ୍ବ.ପ୍ର): ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଲାଗି ରହିଥିବାବେଳେ ସେଠାରେ ପାଠ ପଢୁଥିବା କୋରାପୁଟର ୧୦ ଜଣ ଛାତ୍ରୀଛାତ୍ର ଫେରୁଥିବା ଜଣାଯାଇଛି ା ବର୍ତ୍ତମାନ ସେଥିରୁ ବର୍ତ୍ତମାନ ୭ ଜଣ କୋରାପୁଟ ଜିଲାର ଥିବା ନିଜ ଘରେ ପହଞ୍ଚତ୍ଥିବା ବେଳେ ଅନ୍ୟ ୩ ଜଣ ବର୍ତମାନ ଦିଲ୍ଲୀରେ ପହଞ୍ଚତ୍ଥିବା ଜିଲା ଜରୁରୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ ସୂଚନା ଦେଇଛନ୍ତି। ଘରେ ପହଞ୍ଚତ୍ଥିବା ଛାତ୍ରୀଛାତ୍ରମାନେ ହେଲେ ଜୟପୁର ପାରାବେଡା ଶିରିଡି ସାଇନଗରର ଗୁରୁବ୍ରତ ମିଶ୍ର, ଜୟପୁର ଶ୍ରୀରାମ ନଗରର ପ୍ରିନସ ପରିଡା, କୋରାପୁଟର କେନ୍ଦୁଗୁଡାର ନତାଶା ମହାକୁଡୁ, ସେମିଳିଗୁଡା ସରସ୍ବତୀ ନଗରର ଗୁରୁ ପ୍ରସାଦ ବେବର୍ତ୍ତା, ଜୟପୁର କୁମ୍ବାରସାହିର ଆଲଗାଙ୍ଗି ସିଆଶଙ୍ଖ, ଦଶମନ୍ତପୁର କୁନ୍ତେସର ବିନୟ ବାଘ, କୁନ୍ଦୁରା ଅଞ୍ଚଳର ସୁନିଲ ସେନାପତି। ଦିଲୀରେ ମଙ୍ଗଳବାର ପହଞ୍ଚତ୍ଥିବା କୋରାପୁଟ ଜିଲାର ଛାତ୍ରୀଛାତ୍ରମାନେ ହେଲେ ଜୟପୁର ଇରିଗେସନ କଲୋନୀର ପ୍ରଜ୍ଞାଲିପସା ପାତ୍ର , ଜୟପୁର ନୂଆସାହିର ସଞ୍ଜୟ ପାତ୍ର, କୋରାପୁଟ ଜିଲା ଆମ୍ବାଗୁଡାର ଅଂଶୁମାନ ପାଣିଗ୍ରାହୀ ବୋଲି ଜଣାପଡିଛି ା ଏହି ତିନିଜଣ ବୁଧବାର କୋରାପୁଟରେ ପହଞ୍ଚତ୍ବେ।


Enter your email to get our daily news in your inbox.

All Right Reserved By Dharitri.Com

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?