ନିଯୁକ୍ତ ହେବେ ୧୦ ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର, ୫।୩(ଅସମାପିକା ସାହୁ):ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ୧୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌)ଙ୍କୁ ନିଯୁକ୍ତି ଦେବାକୁ ସ୍ଥିର କରାଯାଇଛି। ଏହି ପ୍ରକ୍ରିୟାକୁ ସ୍ବଚ୍ଛ ଓ ପାରଦର୍ଶୀ କରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ଅଦ୍ୟାବଧି ଚାଲୁ ରହିଥିବା କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌) ୨୦୨୩ର ସମସ୍ତ ନିଯୁକ୍ତି ପ୍ରକ୍ରିୟା ଶେଷ ହେବା ପରେ ଯଥାଶ୍ରୀଘ୍ର ଏହି ନୂତନ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri