ରାଜ୍ୟରେ ନିୟୋଜିତ ହେବେ ୧୦ ହଜାର ନୂତନ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର, ୪।୩: ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ୧୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌) ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି। ଏହି ନିୟୋଜନ ପ୍ରକ୍ରିୟାକୁ ସ୍ବଚ୍ଛ ଓ ପାରଦର୍ଶୀ କରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି।

ଅଦ୍ୟାବଧି ଚାଲୁ ରହିଥିବା କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌) ୨୦୨୩ର ସମସ୍ତ ନିୟୋଜନ ପ୍ରକ୍ରିୟା ଶେଷ ହେବା ପରେ ଯଥାଶ୍ରୀଘ୍ର ଏହି ନୂତନ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?