Posted inଫୁରସତ

ଜେଜେ ମା’ଙ୍କୁ ଦେଖା କରିବା ପାଇଁ ୨୮୦୦ କି.ମି ଚାଲିଲେ ବାଳକ

ଦୃଢ ଇଚ୍ଛାଶକ୍ତି ଓ ମନୋବଳ ଥିଲେ ସବୁ କିଛି ସମ୍ଭବ। ଯେତେ ବାଧାବିଘ୍ନ ଆସୁ ପଛେ ତାହା ସହଜ ହୋଇଥାଏ। ଶେଷରେ ସଫଳତା ମିଳିଥାଏ। ଏପରି ଏକ ଘଟଣା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେବ। ଜଣେ ୧୦ ବର୍ଷିୟ ବାଳକ ତାଙ୍କ ଜେଜେ ମା’ଙ୍କୁ ଦେଖା କରିବାକୁ ୨୮୦୦ କି.ମି ଯାତ୍ରା କରିଛନ୍ତି। ସେ ହେଲେ ରୋମିଓ କକ୍ସ। ରୋମିଓଙ୍କ ସହ ତାଙ୍କ ପିତା ମଧ୍ୟ ଏହି ଯାତ୍ରାରେ ସାମିଲ ଥିଲେ। ଜୁଲାଇ ୨୦ରେ ଇଟାଲୀରୁ ଉଭୟେ ଯାତ୍ରା ଆରମ୍ଭ କରି ୨୧ ସେପ୍ଟେମ୍ବରରେ ଲଣ୍ଡନରେ ପହଞ୍ଚିଛନ୍ତି। ଲଣ୍ଡନରେ ଥିବା ଜେଜେ ମା’ ଙ୍କୁ ଦେଖିବା ପୂର୍ବରୁ ବର୍ତ୍ତମାନ ଉଭୟେ କ୍ୱାରାଣ୍ଟାଇନରେ ଅଛନ୍ତି। ଏହି ଯାତ୍ରା ସମୟରେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଥିବା କଥା ରୋମିଓ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?