୧୦ ବର୍ଷ ନାବାଳିକା ହେଲେ ଗର୍ଭବତୀ,ଶିଶୁ ପୁତ୍ରଙ୍କୁ ଦେଲେ ଜନ୍ମ…

ଲଣ୍ଡନ,୨୯।୬: ବ୍ରିଟେନ୍‌ରେ ଜଣେ ୧୦ ବର୍ଷ ନାବାଳିକା ଗର୍ଭବତୀ ହେବା ଏବଂ ପରେ ଶିଶୁପୁତ୍ରଙ୍କୁ ଜନ୍ମ ଦେବା ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନାବାଳିକା ଜଣକ ୩୦ ସପ୍ତାହ ଗର୍ଭ ପରେ ୧୧ ବର୍ଷ ବୟସରେ ପ୍ରସବ କରି ରେକର୍ଡ କରିଛନ୍ତି। ଏହାକୁ ନେଇ ନାବାଳିକାଙ୍କ ପରିବାର ସଦସ୍ୟଙ୍କ ସମେତ ଡାକ୍ତରମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ତେବେ ଏବେ ମା’ ଏବଂ ଶିଶୁ ଉଭୟ ସୁସ୍ଥ ଥିବା ଡାକ୍ତରମାନେ କହିଛନ୍ତି। ବ୍ରିଟେନ୍‌ରେ ପିଲାଙ୍କଠାରେ ଶୀଘ୍ର ଯୌବନାବସ୍ଥା ଆସୁଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏଭଳି ଘଟଣାର ସଂଖ୍ୟା ଦେଶରେ ଧୀରେଧୀରେ ବୃଦ୍ଧି ପାଉଥିବା ଡାକ୍ତର କୈରଳ କୁପର ସୂଚନା ଦେଇଛନ୍ତି। ପୂର୍ବରୁ ୨୦୦୬ରେ ବ୍ରିଟେନ୍‌ର ଟେରେସା ମିଡ଼ଲଟନ୍‌ ୧୨ ବର୍ଷ ବୟସରେ ମା’ ହୋଇଥିଲେ। ୨୦୧୪ରେ ବ୍ରିଟେନ୍‌ର ଜନ୍ମ ହୋଇଥିବା ଜଣେ ଶିଶୁଙ୍କ ମାତା ପିତାଙ୍କ ବୟସ ଯଥାକ୍ରମେ ୧୨ ଏବଂ ୧୩ ବର୍ଷ ଥିଲା। ୧୯୩୯ରେ ପେରୁରେ ବାସ କରୁଥିବା ଳିନା ମେଡ଼ିନା ମାତ୍ର ୫ ବର୍ଷ ୭ ମାସରେ ମା’ ହୋଇ ପୃଥିବୀରେ ରେକର୍ଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri