ନାବାଳକଙ୍କୁ ୧୦ ବର୍ଷ କାରାଦଣ୍ଡ

ବୌଦ୍ଧ,୧୮ା୧୧(ସ୍ବ.ପ୍ର.): ବୌଦ୍ଧ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ପେଶାଲ ଜଜ୍‌ ଅଳ୍ପନା ସ୍ବାଇଁ ଜଣେ ନାବାଳିକାଙ୍କୁ ଅସଦାଚରଣ ମାମଲାର ବିଚାର କରି ଜଣେ ନାବାଳକଙ୍କୁ ୧୦ ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି।
ମାମଲାରୁ ପ୍ରକାଶ ଯେ, ମନମୁଣ୍ଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ସେହି ଅଞ୍ଚଳର ଜଣେ ନାବାଳକ ୨୦୧୭ ଜାନୁୟାରୀ ୬ରେ ରାସ୍ତାରୁ ଅପହରଣ କରି ନେଇଥିବା ନାବାଳିକାଙ୍କ ଭାଇ ୧୩ ତାରିଖରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ।

ଅଭିଯୋଗ ପରେ ମନମୁଣ୍ଡା ପୋଲିସ ଏକ ମାମଲା (ନଂ.୧୦/୧୭) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଗିରଫ କରି ୧୭ ତାରିଖରେ କୋର୍ଟ ଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ମାମଲା ବୌଦ୍ଧ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ପେଶାଲ ଜଜଙ୍କ ଅଦାଲତରେ କେସ ନଂ ୩/୧୭ରେ ବିଚାର ହୋଇଥିଲା। ମାମଲାରେ ସରକାରଙ୍କ ପକ୍ଷରୁ ୨୧ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ପେଶାଲ ଜଜ୍‌ ଅଭିଯୁକ୍ତ ନାବାଳକଙ୍କୁ ୧୦ ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହିତ ନାବାଳିକାଙ୍କୁ କ୍ଷତିପୂରଣ ବାବଦକୁ ୬ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାକୁ ସରକାରଙ୍କ ପକ୍ଷରୁ ଓକିଲ ଧୂରୀଣ କୁମାର ଦେହୁରୀ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri