ବାଲେଶ୍ୱର ଅଫିସ,୩ା୮: ନାବାଳିକା ବଳାତ୍କାର ମାମଲାରେ ବାଲେଶ୍ୱର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ରାୟ ଦେଇଛନ୍ତି। କୋର୍ଟ ଅଭିଯୁକ୍ତ ଜଳଧର ସେଠୀକୁ ୧୦ ବର୍ଷ କାରାଦଣ୍ଡ ସହ ୧୧ ହଜାର ଟଙ୍କା ଜରିମାନା କରିଛନ୍ତି। ବସ୍ତା ଅଞ୍ଚଳରେ ୨୦୧୭ ମସିହାରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ ହୋଇଥିଲେ ଜଳଧର।
ବାଲେଶ୍ୱର ଅଫିସ,୩ା୮: ନାବାଳିକା ବଳାତ୍କାର ମାମଲାରେ ବାଲେଶ୍ୱର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ରାୟ ଦେଇଛନ୍ତି। କୋର୍ଟ ଅଭିଯୁକ୍ତ ଜଳଧର ସେଠୀକୁ ୧୦ ବର୍ଷ କାରାଦଣ୍ଡ ସହ ୧୧ ହଜାର ଟଙ୍କା ଜରିମାନା କରିଛନ୍ତି। ବସ୍ତା ଅଞ୍ଚଳରେ ୨୦୧୭ ମସିହାରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ ହୋଇଥିଲେ ଜଳଧର।
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…