ଆଫ୍ରିକାବାସୀଙ୍କ ଜୀବନ ଧାରଣ ବୟସରେ ୧୦ ବର୍ଷ ବୃଦ୍ଧି …

ଜେନେଭା, ୬।୮ : ବିଶ୍ୱ ଦ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ଜୀବନ ଧାରଣ ବୟସ ଉପରେ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁସାରେ ୨୦୦୦ ରୁ ୨୦୧୯ ମଧ୍ୟରେ ଆଫ୍ରିକୀୟ ଅଞ୍ଚଳର ହାରାହାରି ମୁଣ୍ଡପିଛା ଜୀବନ ଧାରଣ ବୟସରେ ୧୦ ବର୍ଷ ବୃଦ୍ଧି ହୋଇଛି। ଏହି ବୃଦ୍ଧି ବିଶ୍ୱର ଅନ୍ୟ ଅଞ୍ଚଳ ତୁଳନାରେ ଅଧିକ ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହାର ରିପୋର୍ଟ ୨୦୨୦ ୟୁନିଭର୍ସାଲ ହେଲଥ କଭରେଜ ଟ୍ରାକିଂ ରେ ପ୍ରକାଶିତ ହୋଇଛି ଯେ, ଆଫ୍ରିକୀୟ ଅଞ୍ଚଳରେ ଜୀବନ ଧାରଣ ବୟସ ୨୦୦୦ ରେ ୪୬ ବର୍ଷରୁ ୨୦୧୯ ରେ ୫୬ ବର୍ଷକୁ ବୃଦ୍ଧି ପାଇଛି। ତଥାପି, ଆଫ୍ରିକାରେଜୀବନ ଧାରଣ ବୟସ ବିଶ୍ୱର ହାରାହାରି ୬୪ ବୟସଠାରୁ କମ ରହିଛି। ଅପର ପକ୍ଷରେ, ରିପୋର୍ଟରେ ଦର୍ଶାଯାଇଛି ଯେ ୨୦୦୦ରୁ ୨୦୧୯ ମଧ୍ୟରେ ବିଶ୍ୱର ଜନସାଧାରଣଙ୍କର ଜୀବନ ଧାରଣ ବୟସରେ ହାରାହାରି ପାଞ୍ଚ ବର୍ଷ ବୃଦ୍ଧି ପାଇଛି।

ଆଫ୍ରିକାରେ ଏହି ଜୀବନ ଧାରଣ ବୟସ ବୃଦ୍ଧି ହେବାର କାରଣଗୁଡ଼ିକରେ ଅତ୍ୟାବଶ୍ୟକ ସ୍ବାସ୍ଥ୍ୟ ସେବା, ପ୍ରଜନନ, ମାତୃ, ନବଜାତକ ଏବଂ ଶିଶୁ ସ୍ବାସ୍ଥ୍ୟ ବୃଦ୍ଧି, ଏବଂ ସଂକ୍ରାମକ ରୋଗ ବିରୋଧରେ ଲଢେଇ ଅନ୍ତର୍ଭୁକ୍ତ। ବିଶେଷ ଭାବରେ, ୨୦୦୫ ମସିହାରୁ ଏଚ.ଆଇ.ଭି, ଯକ୍ଷ୍ମା ଏବଂ ମ୍ୟାଲେରିଆ ନିୟନ୍ତ୍ରଣ ପଦକ୍ଷେପଗୁଡ଼ିକର ଦ୍ରୁତ ବୃଦ୍ଧି ଯୋଗୁ ସୁସ୍ଥ ଜୀବନ ଧାରଣ ବୟସ ବଢ଼ିବାରେ କରିବାରେ ସାହାଯ୍ୟ କରିଥିବା ରିପୋର୍ଟରେ ପ୍ରକାଶ ପାଇଛି। ରିପୋର୍ଟ ଅନୁଯାୟୀ, ଆଫ୍ରିକୀୟ ମହାଦେଶରେ ଅତ୍ୟାବଶ୍ୟକ ସ୍ବାସ୍ଥ୍ୟସେବା କଭରେଜରେ ୨୦୧୯ରେ ୪୬ପ୍ରତିଶତକୁ ବୃଦ୍ଧି ପାଇଥିଲା, ଯାହା ୨୦୦୦ ରେ ୨୪ ପ୍ରତିଶତ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri