୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି ସ୍ବାଭିମାନ ଅଞ୍ଚଳବାସୀ

ମାଲକାନଗିରି,୨୪ା୨(ଡି.ଏନ୍‌.ଏ.): ରାଜ୍ୟରେ ଚାଲିଛି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହି ନିର୍ବାଚନରେ ୨୫ ଜିଲାର ୧୩୧ ଜିଲା ପରିଷଦ ଜୋନ୍‌ ପାଇଁ ଭୋଟିଂ ଚାଲିଛି। ତେବେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି ସ୍ବାଭିମାନ ଅଞ୍ଚଳବାସୀ। ଗତଥର ମାଓବାଦୀ ହିଂସା ପାଇଁ ଏଠାରେ ଦୁଇଟି ଜିଲା ପରିଷଦ ଜୋନ୍‌ରେ ନିର୍ବାଚନ ବନ୍ଦ ରହିଥିଲା। ଚଳିତଥର ମାଓବାଦୀଙ୍କ ଗିତିବିଧି କମିବା ସହିତ ସ୍ବାଭିମାନ ଅଞ୍ଚଳବାସୀ ଭୋଟ୍‌ ଦେଉଛନ୍ତି। ୧୭ଟି ପଞ୍ଚାୟତରେ ୫୯ ଜଣ ସରପଞ୍ଚ ଓ ୪୧ ଜଣ ସମିତି ସଭ୍ୟ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ସ୍ବାଭିମାନ ଅଞ୍ଚଳର ମୋଟ୍‌ ୪୧ ହଜାର ୫୮୨ ଜଣ ଭୋଟର ମତଦାନ ସାବ୍ୟସ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri