ଭାଙ୍ଗିଲା ୧୦ ବର୍ଷ ତଳର କାରବାର ରେକର୍ଡ

ନୂଆଦିଲ୍ଲୀ,୬।୧୧: ଚଳିତ ବର୍ଷ ଦୀପାବଳିରେ କାରବାର ରେକର୍ଡ ସ୍ତର ଛୁଇଁଛି। ଲୋକମାନଙ୍କର କ୍ରୟ ଉନ୍ନତ ସ୍ଥିତିରେ ରହିବା ଯୋଗୁ ଦେଶ ମଧ୍ୟରେ କାରବାର ୧.୨୫ ଲକ୍ଷ କୋଟି ଟଙ୍କା ରହିଥିବା ସର୍ବଭାରତୀୟ ବ୍ୟବସାୟୀ ମହାସଂଘ(ସିଏଆଇଟି) ପକ୍ଷରୁ ଶୁକ୍ରବାର ସୂଚନା ରହିଛି। କାରବାର ଗତ ୧୦ ବର୍ଷ ମଧ୍ୟରେ ରେକର୍ଡ ବୋଲି ଜଣାପଡିଛି। ଗତ ୨ ବର୍ଷ ହେବ କରୋନା ମହାମାରୀ ଯୋଗୁ ବଜାରରେ ମାନ୍ଦାବସ୍ଥା ଲାଗି ରହିଥିଲା। ମାତ୍ର ଚଳିତ ବର୍ଷ ଲୋକମାନେ କିଣାକିଣି କରିଛନ୍ତି। ଏହି ଧାରାକୁ ଦେଖିଲେ ବଜାର ବର୍ତ୍ତମାନ ସୁଧାର ସ୍ଥିତିକୁ ଫେରିଥିବା ସଂଘ ପକ୍ଷରୁ କୁହାଯାଇଛି। ଏଭଳି ଧାରା ଲାଗି ରହିଲେ ଦେଶର ବାଣିଜି୍ୟକ ଗୋଷ୍ଠୀ ପାଇଁ ଶୁଭମୟ ବୋଲି ସଂଘ ପକ୍ଷରୁ ମତ ପ୍ରକାଶ ପାଇଛି।
ଦୀପାବଳି କାରବାରରୁ ଉତ୍ସାହିତ ହୋଇ ବ୍ୟବସାୟୀମାନେ ବର୍ତ୍ତମାନ ପାର୍ବଣ ସମୟ କାରବାର ଲାଗି ସଜବାଜ ହେଉଛନ୍ତି ବୋଲି ସିଏଆଇଟିର ଜାତୀୟ ସଭାପତି ବି.ସି.ଭାରତୀୟା କହିଛନ୍ତି। ନୂଆଦିଲ୍ଲୀରେ କେବଳ ୨୫ ହଜାର କୋଟି ଟଙ୍କାର କାରବାର ହୋଇଥିବା ଜଣାପଡିଛି। ଚାଇନା ସାମଗ୍ରୀ ବର୍ଜନ କରିବାକୁ ବ୍ୟବସାୟୀ ମାନେ ଡାକରା ଦେଇଥିଲେ। ଫଳରେ ଚାଇନାରୁ ଆସିବାକୁ ଥିବା ପ୍ରାୟ ୫୦ ହଜାର କୋଟି ଟଙ୍କାର ସାମଗ୍ରୀ ଭାରତରେ ପ୍ରବେଶ କରିପାରିନାହିଁ। ଏହାଦ୍ୱାରା ଚାଇନାକୁ ଝଟକା ଲାଗିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri