Posted inଜାତୀୟ

ଭାରତକୁ ୧୦୦ରୁ ଅଧିକ ଚିତା ଦେବ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୨୭ ।୧: ଦକ୍ଷିଣ ଏସିଆ ଦେଶରୁ ଚିତାକୁ ପୁଣିଥରେ ଆଣିବାର ମହତ୍ୱାକାଂକ୍ଷି ପରିଯୋଜନା ଆଧାରରେ ଦକ୍ଷିଣ ଆଫ୍ରିକା ଭାରତକୁ ୧୦୦ରୁ ଅଧିକ ଚିତା ଦେବାର ଏକ ଚୁକ୍ତି ସ୍ୱାକ୍ଷର କରିଛି । ଗତବର୍ଷ ସେପ୍ଟେମ୍ବରରେ ନାମିବିୟାରୁ ୮ଟି ଚିତା ଆସିବା ପରେ ୧୨ଟି ଚିତାଙ୍କ ଏକ ପ୍ରାରମ୍ଭିକ ବ୍ୟାଚ ଭାରତ ପଠାଯିବ ବୋଲି ପରିବେଶ ମନ୍ତ୍ରଣାଳୟ କହିଛି । ଚିତାଙ୍କୁ ଭାରତ ଆଣିବାର ପ୍ରୟାସ ଗତ ବର୍ଷଠାରୁ ଆରମ୍ଭ ହୋଇଥିବା ବେଳେ ଏବେ ସରକାର ଏଥିରେ ସଫଳତା ପାଇଛନ୍ତି ।

ମନ୍ତ୍ରଣାଳୟ ଏକ ବୟାନରେ କହିଛି, ଆଗାମୀ ୮-୧୦ ବର୍ଷ ମଧ୍ୟରେ ପ୍ରତିବର୍ଷ ୧୨ ଚିତାଙ୍କୁ ପଠାଇବାର ଯୋଜନା ରହିଛି, ଫଳରେ ସୁରକ୍ଷିତ ଚିତାଙ୍କ ବଂଶ ସ୍ଥାପନ କରିବାରେ ସହଯୋଗ ମିଳିପାରିବ । ଭାରତ ଏକଦା ଏସିଆ ଚିତାଙ୍କ ଘର ଥିଲା, ହେଲେ ୧୯୫୨ ସୁଦ୍ଧା ଏହି ଚିତା ବିଲୁପ୍ତ ହୋଇଯାଇଥିଲା । ଭାରତରେ ଚିତା ବିଲୁପ୍ତ ହେବାର ମୁଖ୍ୟ କାରଣ ହେଉଛି ସେମାନଙ୍କ ଚମଡାର ଚୋରା ଚାଲାଣ ପାଇଁ ଅବୈଧ ଶିକାର ।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?