Posted inଜାତୀୟ

ରାମ ମନ୍ଦିର ନିର୍ମାଣ ପାଇଁ ଦୁଇ ଦିନରେ ଶହେ କୋଟି ଦାନ!

ନୂଆଦିଲ୍ଲୀ,୧୮ ।୧: ରାମ ମନ୍ଦିର ନିର୍ମାଣକୁ ନେଇ ଦେଶବାସୀଙ୍କ ମନରେ କେତେ ଉତ୍ସାହ ତାହା ଏବେ ଦେଖିବାକୁ ମିଳିଛି । କାରଣ ୨ ଦିନ ମଧ୍ୟରେ ରାମ ମନ୍ଦିର ନିର୍ମାଣ ପାଇଁ ପାଖାପାଖି ୧୦୦କୋଟି ଟଙ୍କା ଦାନ ମିଳିଥିବା ଜଣାପଡିଛି । ଶ୍ରୀ ରାମ ଜନ୍ମଭୂମୀ ତିର୍ଥ ଟ୍ରଷ୍ଟର ମହାସଚିବ ଚମ୍ପତ ରାୟ କହିଛନ୍ତି ଦୁଇ ଦିନରେ ଶହେ କୋଟି ଦାନ ମିଳିବା କଥା ଆମ କର୍ମକର୍ତ୍ତାଙ୍କଠାରୁ ଜାଣିବାକୁ ପାଇଛୁ । ହେଲେ ଏବେ ଏହା ମୁଖ୍ୟାଳୟ ପର୍ଯ୍ୟନ୍ତ ପହଞ୍ଚି ନାହିଁ । ସୂଚନାଯୋଗ୍ୟ, ଶ୍ରୀ ରାମ ଜନ୍ମଭୂମୀ ତିର୍ଥ ଟ୍ରଷ୍ଟ ଆଯୋଦ୍ଧାରେ ଭବ୍ୟ ରାମମନ୍ଦିର ନିର୍ମାଣ ପାଇଁ ଜନ ସମ୍ପର୍କ ଓ ଯୋଗଦାନ ଅଭିଯାନ ଆରମ୍ଭ କରିଛନ୍ତିି । ଏହା ଫେବୃୟାରୀ ୨୭ ପର୍ଯ୍ୟନ୍ତ ଚାଲିବ । ଏହାର କାମ ହେଲା ରାମ ମନ୍ଦିର ନିର୍ମାଣ ପାଇଁ ଦାନ ରାଶି ଏକାଠି କରିବା । ଏହି ଅଭିଯାନ ଆରମ୍ଭ ହେଉ ହେଉ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମନ୍ଦିର ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ଦାନ କରିଛନ୍ତି । ସେହିପରି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ପରିବର ବି ରାମ ମନ୍ଦିର ନିର୍ମାଣ ପାଇଁ ୫ ଲକ୍ଷରୁ ଅଧିକ ଟଙ୍କା ଦେଇଛନ୍ତି । ଏହାସହ କେତେଜଣ ବିଧାୟକ ମୁଖ୍ୟମନ୍ତ୍ରୀମାନେ ମଧ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ମୋଟା ଅଙ୍କ ଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri