ଆମେରିକୀୟଙ୍କୁ ୧୦୦ ଦିନ ମାସ୍କ ପିନ୍ଧିବାକୁ କହିବେ ବାଇଡେନ୍‌

ଓ୍ବାଶିଂଟନ,୫ା୧୨: କୋଭିଡ୍‌-୧୯ରେ ସର୍ବାଧିକ ପ୍ରଭାବିତ ହୋଇଥିବା ଆମେରିକାବାସୀଙ୍କୁ ଶହେ ଦିନ ପାଇଁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେବେ ବୋଲି କହିଛନ୍ତି ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଯଦି ଆମେରିକାର ସମସ୍ତ ବାସିନ୍ଦା ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଅନ୍ତି ତେବେ ସଂକ୍ରମଣ ବହୁମାତ୍ରାରେ କମିଯିବ। ସମସ୍ତ ସରକାରୀ କାର୍ଯ୍ୟାଳୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିବାକୁ ନିର୍ଦ୍ଦେଶ ଦିଆଯିବ ବୋଲି ବାଇଡେନ୍‌ ପ୍ରକାଶ କରିଛନ୍ତି। ଏକ ସାକ୍ଷାତକାରରେ ବାଇଡେନ କହିଛନ୍ତି, ଦାୟିତ୍ୱ ନେବାର ପ୍ରଥମ ଦିନରେ କେବଳ ଶହେ ଦିନ ପାଇଁ ମାସ୍କ ପିନ୍ଧିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେବେ। ପ୍ରତୀକାତ୍ମକ ଭାବେ ଆମେରିକାରେ ନୂତନ ଶାସକଙ୍କ ପ୍ରଥମ ଶହେ ଦିନର କାର୍ଯ୍ୟ ଗୁରୁତ୍ୱ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଡୋରିୟନ୍‌: ୨୪୧ କିଲୋମିଟର ବେଗରେ ବହିବ ପବନ

ଓ୍ବାଶିଂଟନ,୧।୯: ସାମୁଦ୍ରିକ ଝଡ଼ ଡୋରିୟନ ମାଡ଼ି ଆସୁଛି। ଏହା ଆମେରିକାର ଫ୍ଲୋରିଡ଼ାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

୨୧୦୦ ବେଳକୁ ଲୋପ ପାଇଯିବେ ପେଙ୍ଗୁଇନ୍‌

ମେଲ୍‌ବୋର୍ନ,୨୬।୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଆଣ୍ଟାର୍କଟିକା ମହାଦେଶର ପ୍ରାଣୀ ଜଗତ ବିପଦରେ ପଡ଼ିଛନ୍ତି। ଯଦି ଏହାର ପ୍ରତିକାର ଦିଗରେ କାର୍ଯ୍ୟ କରା ନ ଯାଏ ତେବେ...

ଆଉ ଚାରିଦିନ ପରେ ପାକିସ୍ତାନରେ ଖୋଲିବ ସିନେମା ହଲ୍‌

ଇସ୍‌ଲାମାବାଦ,୭।୯: ସାରା ବିଶ୍ୱରେ ଏବେସୁଦ୍ଧା ୨କୋଟି ୭୨ ଲକ୍ଷ ୩୪ ହଜାର ୮୯୨ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି। ଏମାନଙ୍କ ମଧ୍ୟରେ ୧ କୋଟି...

ବ୍ରିଟେନରେ ଆଠ ଜଣରେ ଜଣଙ୍କର ମୃତ୍ୟୁ ପ୍ରଦୂଷଣ ଯୋଗୁ ହେଉଛି!

କୋପନହେଗାନ,୧୦ ।୯: ଏକ ଗବେଷଣାରୁ ଜଣାପଡିଛି କି ୟୁରୋପରେ ପ୍ରତି ୮ ଜଣଙ୍କ ମଧ୍ୟରେ ଜଣଙ୍କର ମୃତ୍ୟୁ ପ୍ରଦୂଷଣ ଯୋଗୁ ହେଉଛି । ୟୁରୋପ ସଂଘର...

କିମ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର: ଉତ୍ତରାଧିକାରୀ ଦୌଡ଼ରେ ଭଉଣୀ ଆଗରେ

ସିଓଲ୍‌,୨୩।୪: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା କୁହାଯାଉଛି। ତାଙ୍କର ହୋଇଥିବା ଏକ ଅପରେଶନ୍‌ ଅସଫଳ ହୋଇଥିବାରୁ ଏଭଳି ସ୍ଥିତି...

ଇମ୍ରାନଙ୍କୁ ଘାରିଛି ଜେଲରେ ମୃତ୍ୟୁ ଭୟ

ଇସଲାମାବାଦ,୧୦।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗିରଫ ହେବା ପରେ ଦେଶର ବିଭିନ୍ନ ସ୍ଥାନରେ ହିଂସା ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଇମ୍ରାନ ଖାଁ...

ଆଫଗାନିସ୍ତାନରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୨ ପାଇଲଟ ମୃତ

ଫରହା,୯।୧: ଆଫଗାନିସ୍ତାନର ଫରହା ଅଞ୍ଚଳରେ ଥିବା ପୋରଚାମାନ ଜିଲାରେ ଏକ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଏଥିରେ ଥିବା ୨ ସେନା ପାଇଲଟଙ୍କ ମୃତ୍ୟୁ...

ଶେଷ ହେବାକୁ ଯାଉଛି କରୋନା !

ଲଣ୍ଡନ,୨୪।୫: କରୋନା ସଂକ୍ରମଣରେ ଏବେ ସାରା ବିଶ୍ୱର ଜୀବନଯାତ୍ରା ବଦଳି ଯାଇଛି। ଏବେ ସମସ୍ତଙ୍କ ନଜର କରୋନା ଭ୍ୟାକ୍ସିନ ଉପରେ। ଅନ୍ୟପଟେ କେବେ କରୋନା ବିଶ୍ୱରୁ...

Advertisement
Archives

Model This Week