୧୨ରୁ ୧୫ ବର୍ଷ ପିଲାଙ୍କ ପାଇଁ ଫାଇଜର ୧୦୦% ଫଳପ୍ରଦ

ବର୍ଲିନ,୧।୪: ବାୟୋଟେକ୍‌-ଫାଇଜର କମ୍ପାନୀ ପ୍ରସ୍ତୁତ କୋଭିଡ୍‌ ଟିକା ୧୨ରୁ ୧୫ ବର୍ଷର ପିଲାଙ୍କ କ୍ଷେତ୍ରରେ ୧୦୦ ପ୍ରତିଶତ ଫଳପ୍ରଦ ବୋଲି କମ୍ପାନୀ ପକ୍ଷରୁ ବୁଧବାର ଦାବି କରାଯାଇଛି। ଆଗାମୀ ଶିକ୍ଷାବର୍ଷ ପୂର୍ବରୁ ଏହି କିଶୋର କିଶୋରୀଙ୍କୁ କୋଭିଡ୍‌ ଟିକା ଦେବା ନିମନ୍ତେ ଉକ୍ତ କମ୍ପାନୀ ମଞ୍ଜୁରୀ ଅପେକ୍ଷାରେ ରହିଛି। ଉକ୍ତ ଟିକାର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟେଷ୍ଟ ଆମେରିକାରେ ୨,୨୬୦ କିଶୋର କିଶୋରୀଙ୍କଠାରେ କରାଯାଇଥିଲା। ସେମାନଙ୍କ ଶରୀରରେ ଆଣ୍ଟିବଡ଼ି ବିକଶିତ କରିବାରେ ଏହା ୧୦୦ ପ୍ରତିଶତ ସଫଳ ହୋଇଥିବା ପରୀକ୍ଷାରୁ ଜଣାପଡ଼ିଛି ବୋଲି କମ୍ପାନୀ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ, ମୋହରିର, ଅଭିଯୁକ୍ତଙ୍କଠାରେ କରୋନା ପଜିଟିଭ୍‌: ପୁରୀ କୋର୍ଟ, ଜିଲାପାଳଙ୍କ କାର୍ଯ୍ୟାଳୟ ବିଶୋଧନ

ପୁରୀ ଅଫିସ,୧୮ା୬ : ପୁରୀ ଜିଲା ସିଭିଲ୍‌ କୋର୍ଟ ପରିସରରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ବୁଧବାର...

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୨୩ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । ଦୁଇ ନେତା ୟୁକ୍ରେନ୍...

ରେଲ୍‌ଓ୍ବେ କ୍ରସିଂରେ ଠିଆ ହୋଇଥିଲା କାର୍‌ ଭର୍ତ୍ତି ଟ୍ରକ୍‌, ଦ୍ରୁତ ଗତିରେ ଆସିଲା ଟ୍ରେନ୍‌; ଆଉ ତା’ ପରେ…

ଓ୍ବାଶିଂଟନ,୨୨ା୧୦:  ଆମେରିକାର ଓକାଲୋହୋମାରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଗୋଟିଏ କାର୍‌ ଭର୍ତ୍ତି ଟ୍ରକ୍‌ ଲେଭଲ କ୍ରସିଂ ନିକଟରେ ରାସ୍ତା ପାର୍‌ ପାଇଁ ଠିଆ...

ମୋଦିଙ୍କୁ ଧନ୍ୟବାଦ୍‌ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ଢାକା,୨୨।୧: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ୍‌ ଜଣାଇଛନ୍ତି। ପଡ଼ୋଶୀ ଦେଶକୁ ଉପହାର ଆକାରରେ ୨ ନିୟୁତ କୋଭିଡ୍‌-୧୯ କୋଭିଡିଲ୍ଡ...

କରୋନା ସ୍ଥିତି ଅସମ୍ଭାଳ: ଭଗବାନ ଭରସା…

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର...

ରୁଷିଆକୁ ଶସ୍ତାରେ ତୈଳ ଦେବାକୁ ଦାବି କଲା ଭାରତ

ନୂଆଦିଲ୍ଲୀ/ମସ୍କୋ,୫।୫: ଗତ ୨ମାସ ହେଲାଣି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ଏହି ଆକ୍ରମଣ ଯୋଗୁ ସମସ୍ତ ପଶ୍ଚିମ ଦେଶ ରୁଷିଆକୁ ବିରୋଧ କରିବା...

ପାଞ୍ଚଦିନରେ ୫ ହଜାର ଓଟଙ୍କୁ ଗୁଳିକରି ହତ୍ୟା

ସିଡ୍‌ନୀ,୧୫-୧:ଦକ୍ଷିଣ ଅଷ୍ଟ୍ରେଲିଆର ମରୁଡ଼ି ଗ୍ରସ୍ତ ଅଞ୍ଚଳରେ ୫ ଦିନରେ ୫ ହଜାର ଓଟଙ୍କୁ ହତ୍ୟା କରାଯାଇଛି। ସ୍ଥାନୀୟ ଆଦିମ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରୁଥିବାରୁ...

କରୋନା ବିଷୟରେ ଆଲୋଚନା କରୁଥିବା ସମୟରେ ହୋଇଥିଲା ବିମାନ ଦୁର୍ଘଟଣା: ପାକିସ୍ତାନ ବିମାନ ଚଳାଚଳ ମନ୍ତ୍ରୀ

ଇସଲାମାବାଦ୍‌,୨୪।୬: ଗତ ମେ ୨୨ରେ ପାକିସ୍ତାନରେ ହୋଇଥିବା ଏ-୩୨୦ ବିମାନ ଦୁର୍ଘଟଣାର ରିପୋର୍ଟ ବୁଧବାର ପ୍ରକାଶ ପାଇଛି। ଏହା ମନୁଷ୍ୟକୃତ ବୋଲି ବେସାମରିକ ବିମାନ ଚଳାଚଳ...

Advertisement
Archives

Model This Week