ଅପ୍‌ଗ୍ରେଡ୍‌ ହେବ ୧୦୦ ହାଇସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୩।୮(ବ୍ୟୁରୋ): ସ୍କୁଲଗୁଡ଼ିକରୁ ଡ୍ରପ୍‌ଆଉଟ୍‌ ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛି। ଆସନ୍ତା ଶିକ୍ଷା ବର୍ଷରୁ ଅପଗ୍ରେଡ ହେବ ୧୦୦ଟି ହାଇସ୍କୁଲ। ଯେଉଁ ସବୁ ବ୍ଲକରେ ପ୍ଲସ ଟୁ କଲେଜ ନାହିଁ ସେଠାରେ ହାଇସ୍କୁଲଗୁଡ଼ିକୁ ଅପଗ୍ରେଡ୍‌ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ମାଟ୍ରିକ ପାସ୍‌ ହେବା ପରେ ପାଖରେ ଯୁକ୍ତ ଦୁଇ କଲେଜ ନ ଥିବାରୁ ପିଲାଏ ପାଠ ଛାଡୁଛନ୍ତି। ଏଣୁ ସ୍କୁଲଗୁଡ଼ିକୁ ଅପ୍‌ଗ୍ରେଡ୍‌ କରାଯିବା ପରେ ଝିଅ ପିଲାଙ୍କ ପାଇଁ ବିଶେଷ ସୁବିଧା ହେବ। ଏଥିଲାଗି ବିଭାଗ ପକ୍ଷରୁ ଯୋଜନା କରାଯାଉଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AIIMS ଭୁବନେଶ୍ୱରର ସଫଳତା: ୨୦ ବର୍ଷ ପରେ ସିଧା ହେଲେ ଯୁବକ

ଭୁବନେଶ୍ୱର,୧୨।୧୨: ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପ୍ରାୟ ଦୁଇ ଦଶନ୍ଧି ଧରି ପୀଡ଼ିତ ଥିବା କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକଙ୍କ ଜୀବନରେ AIIMS ଭୁବନେଶ୍ୱର ଅର୍ଥୋପେଡିକ୍...

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା...

ନିଯୁକ୍ତି ନିୟମିତ ପାଇଁ OTET ବାଧ୍ୟତାମୂଳକ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୧୨।୧୨: ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଯୋଗ୍ୟତା ବାଧ୍ୟତାମୂଳକ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ...

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର...

ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି...

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ଅବ୍ୟବସ୍ଥା: ଟିକେଟ ଖଣ୍ଡିଏ ପାଇଁ କସରତ

କଟକ,୧୨।୧୨( ଶିଳ୍ପା ପ୍ରିୟଦର୍ଶିନୀ): ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଥିବା ଟିକେଟ କାଉଣ୍ଟରରେ ଟିକେଟ ଖଣ୍ଡିଏ ପାଇଁ...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri