Advertisement
Posted inଜାତୀୟ

ମେଡିକାଲ କଲେଜରେ ପରିଣତ ହେବ ୧୦୦ ଜିଲା ହସ୍ପିଟାଲ

ନୂଆଦିଲ୍ଲୀ,୧୩।୧୧: ଦେଶର ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ମାନବ ସମ୍ବଳ ଯୋଗାଇବା ଲକ୍ଷ୍ୟରେ ୧୦୦ ଜିଲାର ହସ୍ପିଟାଲକୁ ଉନ୍ନତୀକରଣ କରାଯାଇ ନୂଆ ମେଡିକାଲ କଲେଜରେ ପରିଣତ କରାଯିବ। ଏହି କାର୍ଯ୍ୟ ୨୦୨୭ ସୁଦ୍ଧା ଶେଷ କରାଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏଭଳି ଏକ ପ୍ରସ୍ତାବ ଆଣିଛି। କେନ୍ଦ୍ର ଯୋଜନାରେ ଜିଲା ହସ୍ପିଟାଲ କିମ୍ବା ରେଫରାଲ ହସ୍ପିଟାଲଗୁଡ଼ିକର ଉନ୍ନତୀକରଣ କରାଯିବ। ପ୍ରତି ମେଡିକାଲ କଲେଜ ପାଇଁ ୩୨୫ କୋଟି ଟଙ୍କା ବ୍ୟୟ ହେବାକୁ ଥିବାବେଳେ ଏଥିରେ କେନ୍ଦ୍ର ସରକାରଙ୍କ ଭାଗ ୬୦ ପ୍ରତିଶତ ଏବଂ ରାଜ୍ୟ ଭାଗ ୪୦ ପ୍ରତିଶତ ରହିବ ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ନ୍ୟୁଜ୍‌ ହଟାଇ ନ ଥିବାରୁ ସୋସିଆଲ ମିଡିଆକୁ ତାଗିଦ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨ା୨: ନିକଟରେ କେନ୍ଦ୍ର ସରକାରଙ୍କ ଅଧିକାରୀ ଏବଂ ଆମେରିକାର ବୃହତ ଟେକ୍ନୋଲୋଜି କମ୍ପାନୀଗୁଡିକର ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ବୈଠକ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ହୋଇଛି। କେନ୍ଦ୍ରୀୟ ଅଧିକାରୀମାନେ...

ଜୋରାମ୍‌ଥାଙ୍ଗା ଦୋଷମୁକ୍ତ

ଆଇଜଲ, ୧୦ା୧୧: କ୍ଷମତାର ଅପବ୍ୟବହାର ଏବଂ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏକ ସ୍ବତନ୍ତ୍ର କୋର୍ଟ ମିଜୋରାମ୍‌ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କୁ ଦୋଷମୁକ୍ତ କରିଛନ୍ତି। ଦୁର୍ନୀତି...

ଏଥର ୧୬ ଲକ୍ଷ ଦୀପରେ ଆଲୋକିତ ହେବ ଅଯୋଧ୍ୟା!

ନୂଆଦିଲ୍ଲୀ,୧୪।୯: ଭଗବାନ ରାମଙ୍କ ସହର ଅଯୋଧ୍ୟା ପୁଣିଥରେ ଦୀପାବଳିରେ ଲକ୍ଷ ଲକ୍ଷ ଦୀପ ଦ୍ୱାରା ଆଲୋକିତ ହେବ। ଚଳିତ ବର୍ଷ ଏହି ଦିନ ଅଯୋଧ୍ୟାର ସରୟୁ...

ଦେଶଭକ୍ତି ଏବଂ ନୈତିକ ମୂଲ୍ୟବୋଧ ଫିଲ୍ମକୁ ପୁରସ୍କୃତ କରିବ ଆର୍‌ଏସ୍‌ଏସ୍‌

ନୂଆଦିଲ୍ଲୀ,୩୦।୭: ଦେଶଭକ୍ତି, ରାଷ୍ଟ୍ରୀୟ ସୁରକ୍ଷା, ନୈତିକ ତଥା ପାରିବାରିକ ମୂଲ୍ୟବୋଧ ଫିଲ୍ମକୁ ଆର୍‌ଏସ୍‌ଏସ୍‌ ପକ୍ଷରୁ ପୁରସ୍କୃତ କରାଯିବ। ଆର୍‌ଏସ୍‌ଏସ୍‌ର ଶାଖା ଭାରତୀୟ ଚିତ୍ର ସାଧନା ପକ୍ଷରୁ...

ପଶ୍ଚିମବଙ୍ଗରେ ଟିଏମସି କର୍ମୀଙ୍କୁ ହତ୍ୟା

କୋଲକାତା,୨୪ ।୩: ପଶ୍ଚିମବଙ୍ଗର ବୀରଭୂମରେ ହିଂସା ଥମି ନ ଥିବା ବେଳେ ଏବେ ଆଉ ଜଣେ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି...

କାଶୀ ବିଶ୍ୱନାଥ କରିଡରର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୮ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୧୩ରେ ତାଙ୍କ ଲୋକସଭା ନିର୍ବାଚନ ମଣ୍ଡଳିରେ କାଶୀ ବିଶ୍ୱନାଥ କରିଡରର ଉଦ୍‌ଘାଟନ କରିବେ । ମିଳିଥିବା ସୂଚନାରୁ...

୪ ନୂଆ ହେଲ୍ପଲାଇନ ନମ୍ବର ଦେଖାଅ

ନୂଆଦିଲ୍ଲୀ, ୩୧।୫ (ପି.ଟି.): କୋଭିଡ୍‌-୧୯ ସଚେତନତା ପଦକ୍ଷେପର ଅଂଶବିଶେଷ ଭାବେ ନାଗରିକଙ୍କ ସୁବିଧା ପାଇଁ ୪ଟି ନୂଆ ଜାତୀୟ ହେଲ୍ପଲାଇନ ନମ୍ବର ପ୍ରଦର୍ଶନ କରିବା ଲାଗି...

ପାଣି ପାଇଁ ସ୍କୁଲ, ହୋଟେଲ ବନ୍ଦ ହେବା ମିଥ୍ୟା ଖବର: ପଲାନିସ୍ବାମୀ

ଚେନ୍ନାଇ,୨୧।୬: ତାମିଲନାଡୁରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ହେଲେ ପାଣି ପାଇଁ ସ୍କୁଲ ଓ ହୋଟେଲ ବନ୍ଦ ହେବା ଖବର...

Advertisement
Archives

Model This Week