ରାଜ୍ୟରେ ୧୦୦ ତଳକୁ ଖସିଲା କରୋନା

ଭୁବନେଶ୍ୱର,୧୨।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୩ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୨୨ଜଣ ପିଲା ଅଛନ୍ତି। ସେହିପରି ୪୯ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୪ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୪, ବରଗଡ଼ରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୪, କଟକରୁ ୫, ଗଜପତିରୁ ୮, ଗଞ୍ଜାମରୁ ୨, ଯାଜପୁରରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ୧, କେନ୍ଦ୍ରାପଡ଼ାରୁ ୪,କୋରାପୁଟରୁ ୩, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୧, ନୂଆପଡ଼ାରୁ ୧, ପୁରୀରୁ ୧, ସମ୍ବଲପୁରରୁ ୧୨, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୧୦ ଏବଂ ଷ୍ଟେଟ ପୁଲ୍‌ରୁ ୧ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ଗହମ ସଙ୍କଟ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):ବଜାରରେ ଗହମ ସଙ୍କଟ ଦେଖାଦେଇଛି। ଗତ ୧୦ ମାସ ହେବ ଗହମ ମିଳୁନାହିଁ। ଏଥିଯୋଗୁ ଅଟା, ମଇଦା, ସୁଜି ସମେତ ଗହମରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ...

ଧାନକିଣା ଅନିୟମିତତାରେ ନିଲମ୍ବିତ ହେଲେ ୮ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଧାନକିଣା ଅନିୟମିତତା ବିଭାଗୀୟ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ୨୦୧୮-୧୯ ରବିଋତୁ ଧାନ କିଣାବିକାରେ ହୋଇଥିବା ଅନିୟମିତତାକୁ ନେଇ ଜିଲାର ୮ଟି...

୪୦ ଗ୍ରାମ ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ଅନ୍ତର୍ଗତ ଶାନ୍ତିପଲ୍ଲୀ ବସ୍ତି ଲେଭଲ କ୍ରସିଂ ନିକଟରେ ପୋଲିସ ରବିବାର ଚଢ଼ାଉ କରି ବ୍ରାଉନସୁଗାର ବିକ୍ରି କରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ...

ଝୁଲିରହିଛି ୮ ରେଳ ପ୍ରକଳ୍ପ

ଯାଜପୁର ଅଫିସ,୨।୮: ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଲାଖିରହିଛି ଓଡ଼ିଶାରେ ୮ଟି ନୂତନ, ଦୋହରୀକରଣ ଓ ସମ୍ପ୍ରସାରଣ ରେଳ ପ୍ରକଳ୍ପ। ଏହି ପ୍ରକଳ୍ପଗୁଡିକ ପାଇଁ ୪୬୨୬.୩୦ ହେକ୍ଟର...

‘ଶାନ୍ତି ଶୃଙ୍ଖଳାରେ ପୌର ନିର୍ବାଚନ ପରିଚାଳନା କର’

ଭୁବନେଶ୍ୱର, ୮ା୩(ବ୍ୟୁରୋ): ଶାନ୍ତି, ଶୃଙ୍ଖଳାର ସହ ପୌର ନିର୍ବାଚନ ପରିଚାଳନା କରିବା ଲାଗି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ କଟକ-ଭୁବନେଶ୍ୱର ଦୈତନଗରୀର ଜିଲା...

୨୮୫୮ କୋଟିର ଋଣ କରିବ ଓଡ଼ିଶା

ନୂଆଦିଲ୍ଲୀ: କରୋନା ପରେ ରାଜସ୍ବ ସଂଗ୍ରହ କ୍ଷତିଗ୍ରସ୍ତ ହୋଇଛି। କେନ୍ଦ୍ର ପକ୍ଷରୁ ମିଳୁଥିବା ଜିଏସ୍‌ଟି କ୍ଷତିପୂରଣ ପାଣ୍ଠି ମଧ୍ୟ ପ୍ରଭାବିତ ସ୍ଥିତିରେ ରହିଛି। ଏହାକୁ ବିଚାର...

ସୁରଟ, କୋଟାରୁ ଆସିଲେ ୧୦୫

ଅନୁଗୋଳ ଅଫିସ, ୫।୫ ସୁରଟ୍‌ ଓ କୋଟାରୁ ଦୁଇଟି ବସ୍‌ରେ ଆସିଥିବା ପ୍ରବାସୀମାନେ ସୋମବାର ଅନୁଗୋଳରେ ପହଞ୍ଚତ୍ଛନ୍ତି। ସୁରଟ୍‌ରୁ ଗୋଟିଏ ବସ୍‌ରେ ୬୬ ଜଣ ଓ...

ଜୁଆଡ଼ିଙ୍କୁ ଧରାଇଲା ସୋସିଆଲ ମିଡିଆ

ଭୁବନେଶ୍ୱର,୫ା୮(ବ୍ୟୁରୋ) : ସୋସିଆଲ ମିଡିଆ ଧରାଇଛି ଅଭିଯୁକ୍ତ। ଜଣେ ବ୍ୟକ୍ତି ନିଜର ଟୁଇଟ୍‌ରରେ ଅଭିଯୋଗ କରିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଭୁବନେଶ୍ୱର ରେଳ ଷ୍ଟେଶନଠାରେ...

Advertisement
Archives

Model This Week