ଭୁବନେଶ୍ୱରରେ ୧୦୦ ପ୍ରତିଶତ ଟିକାକରଣ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଥିବା ନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ମୋଟ୍‌ ୯ ଲକ୍ଷ ୭ ହଜାର ଲୋକଙ୍କୁ ୨ ଡୋଜ୍‌ରେ ୧୮.୧୪ ଲକ୍ଷ ଟାର୍ଗେଟ ଥିଲା। ଶୁକ୍ରବାର ସୁଦ୍ଧା ୧୮ ଲକ୍ଷ ୩୫ ହଜାର ୯୦୩ ଡୋଜ୍‌ ଟିକା ଦିଆଯାଇଛି ବୋଲି ବିଏମ୍‌ସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି। ସେଥିରୁ ୧୦ ଲକ୍ଷ ୫୯ ହଜାର ୭୫୩ ଜଣ ପ୍ରଥମ ଡୋଜ୍‌ ନେଇସାରିଥିବା ବେଳେ ୭ ଲକ୍ଷ ୭୬ ହଜାର ୧୫୦ ଜଣ ଉଭୟ ଡୋଜ୍‌ ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri