ସାଇକୃପାରେ ଶତ ପ୍ରତିଶତ ରେଜଲ୍ଟ

ଢେଙ୍କାନାଳ ଅଫିସ, ୨୯।୭ ଢେଙ୍କାନାଳ ସହର କୁଞ୍ଜକାନ୍ତସ୍ଥିତ ସାଇକୃପା ଯୁକ୍ତ ୨ ବିଜ୍ଞାନ ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରେଜଲ୍ଟ ଶତ ପ୍ରତିଶତ ହୋଇଛି। ପରୀକ୍ଷା ଦେଇଥିବା ୧୩୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୧୧୨ଜଣ ପ୍ରଥମ ଏବଂ ୨୦ଜଣ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀନ୍ନ ହୋଇଛନ୍ତି। ଛାତ୍ର ଦିବ୍ୟଜ୍ୟୋତି ମହାନ୍ତି ୮୭.୫% ନମ୍ବର ରଖି କଲେଜ ଟପ୍ପର ହୋଇଛନ୍ତି। ସେହିପରି ବବୁଲ ସାହୁ (୫୨୧), ଦୀପକ କୁମାର ରାଉତ (୫୨୧), ଲକ୍ଷ୍ମୀପ୍ରିୟା ଓଝା (୫୦୮), ଶୁଭସ୍ମିତା ସାହୁ (୫୦୫), ଦୁର୍ଗାପ୍ରସାଦ ମହାଭୋଇ (୫୦୫), ସାଇପ୍ରଭା ଦାସ (୫୦୨), ଅନନ୍ୟା ସ୍ବାଇଁ (୫୦୦), ଅରୋପ୍ରସାଦ ସାହୁ (୪୪୮) ମାର୍କ ରଖି ଶିକ୍ଷାନୁଷ୍ଠାନର ଗୌରବ ବଢ଼ାଇଛନ୍ତି। ୧୦୫ ପରୀକ୍ଷାର୍ଥୀ ମାଟ୍ରିକ୍‌ ତୁଳନାରେ ଉତ୍ତମ ପ୍ରଦର୍ଶନ କରି ଅଧିକ ମାର୍କ ରଖିଛନ୍ତି। କଲେଜର ଏହି ସଫଳତା ପାଇଁ ପରିଚାଳନା ପରିଷଦ ଅଧ୍ୟକ୍ଷ ଅନ୍ନଦା କୁମାର ମହାନ୍ତି, ଅଧ୍ୟକ୍ଷ ଡ. ତୁଷାର କୁମାର ମହାନ୍ତି କୃତୀ ଛାତ୍ରୀଛାତ୍ରଙ୍କୁ କୃତଜ୍ଞତା ଜଣାଇଛନ୍ତି। ଅଧ୍ୟାପିକା ଅଧ୍ୟାପକ, ଅଭିଭାବକ ଏବଂ କର୍ମଚାରୀଙ୍କୁ ଏହାର ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri