୧୦୦ ପୋଲିସ କରୋନା ଯୋଦ୍ଧା ପ୍ଲାଜ୍‌ମା ଦାନ କରିବେ

ଆସିକା,୨୨।୭(ଡି.ଏନ୍‌.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପ୍ଲାଜମା ଥେରାପି ଆରମ୍ଭ ହୋଇଛି। କରୋନାରୁ ସୁସ୍ଥ ହୋଇ ଫେରିଥିବା ଗଞ୍ଜାମ ପୋଲିସ ଜିଲାର ୧୦୦ ପୋଲିସ କର୍ମଚାରୀ ପ୍ଲାଜ୍‌ମା ଦାନ କରିବେ ବୋଲି ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି ା କରୋନାରୁ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଇଥିବା ପୋଲିସ କର୍ମଚାରୀଙ୍କୁ ମଙ୍ଗଳବାର ଆସିକା ଥାନା ପରିସରରେ ଏସ୍‌ପି ସମ୍ବର୍ଦ୍ଧିତ କରିବା ଅବସରରେ ଆହୁରି କହିଛନ୍ତି, ଗଞ୍ଜାମ ଜିଲାରେ ସଂକ୍ରମିତ ହୋଇଥିବା ୧୫୦ ପୋଲିସ କରୋନା ଯୋଦ୍ଧାଙ୍କ ମଧ୍ୟରୁ ଏ ପର୍ଯ୍ୟନ୍ତ ୧୨୦ ଜଣ ସୁସ୍ଥ ହୋଇ ଫେରିଲେଣି ା ସେମାନେ ପ୍ଲାଜମା ଦାନ ଲାଗି ଆଗ୍ରହୀ ଥିବା ଏସ୍‌ପି ସୂଚନା ଦେଇଛନ୍ତି। ଏହି ଅବସରରେ ଏସ୍‌ପି ଆସିକା ସରକାରୀ ଡାକ୍ତରଖାନାର ଚିକିତ୍ସାଧିକାରୀ ମୋହନ ବାରିକଙ୍କ ସମେତ ଆସିକା ଥାନାର ୬, ଶେରଗଡ ଥାନାର ୫ ଓ ହିଞ୍ଜିଳି ଥାନାର ଜଣେ ଏଭଳି ମୋଟ ୧୩ଜଣଙ୍କୁ ଉପଢ଼ୌକନ ଓ ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରିଥିଲେ ା କାର୍ଯ୍ୟକ୍ରମରେ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ, ବିଡିଓ ରୋଶନ ଶତପଥୀ, ତହସିଲଦାର ସଦାନନ୍ଦ ସେଠୀ, ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
ଆସିକା,୨୧ା୭(ଡି.ଏନ୍‌.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପ୍ଲାଜମା ଥେରାପି ଆରମ୍ଭ ହୋଇଛି। କରୋନାରୁ ସୁସ୍ଥ ହୋଇ ଫେରିଥିବା ଗଞ୍ଜାମ ପୋଲିସ ଜିଲାର ୧୦୦ ପୋଲିସ କର୍ମଚାରୀ ପ୍ଲାଜ୍‌ମା ଦାନ କରିବେ ବୋଲି ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି ା କରୋନାରୁ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଇଥିବା ପୋଲିସ କର୍ମଚାରୀଙ୍କୁ ମଙ୍ଗଳବାର ଆସିକା ଥାନା ପରିସରରେ ଏସ୍‌ପି ସମ୍ବର୍ଦ୍ଧିତ କରିବା ଅବସରରେ ଆହୁରି କହିଛନ୍ତି, ଗଞ୍ଜାମ ଜିଲାରେ ସଂକ୍ରମିତ ହୋଇଥିବା ୧୫୦ ପୋଲିସ କରୋନା ଯୋଦ୍ଧାଙ୍କ ମଧ୍ୟରୁ ଏ ପର୍ଯ୍ୟନ୍ତ ୧୨୦ ଜଣ ସୁସ୍ଥ ହୋଇ ଫେରିଲେଣି ା ସେମାନେ ପ୍ଲାଜମା ଦାନ ଲାଗି ଆଗ୍ରହୀ ଥିବା ଏସ୍‌ପି ସୂଚନା ଦେଇଛନ୍ତି। ଏହି ଅବସରରେ ଏସ୍‌ପି ଆସିକା ସରକାରୀ ଡାକ୍ତରଖାନାର ଚିକିତ୍ସାଧିକାରୀ ମୋହନ ବାରିକଙ୍କ ସମେତ ଆସିକା ଥାନାର ୬, ଶେରଗଡ ଥାନାର ୫ ଓ ହିଞ୍ଜିଳି ଥାନାର ଜଣେ ଏଭଳି ମୋଟ ୧୩ଜଣଙ୍କୁ ଉପଢ଼ୌକନ ଓ ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରିଥିଲେ ା କାର୍ଯ୍ୟକ୍ରମରେ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ, ବିଡିଓ ରୋଶନ ଶତପଥୀ, ତହସିଲଦାର ସଦାନନ୍ଦ ସେଠୀ, ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?