ଭଞ୍ଜନଗର ଡିଏଭିର ଶତପ୍ରତିଶତ ସଫଳତା: ସାଇ ସ୍ୱରିତ ସେଠୀ ବିଦ୍ୟାଳୟ ଟପ୍ପର

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଡିଏଭି ପିଟିଏସଆର ପବ୍ଲିକ ସ୍କୁଲର ଛାତ୍ରୀଛାତ୍ର ମାନେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଛନ୍ତି। ଗତକାଲି ପ୍ରକାଶିତ ପରୀକ୍ଷା ଫଳ ରେ ବିଦ୍ୟାଳୟର ସମସ୍ତ ୪୫ ଛାତ୍ରୀ ଛାତ୍ର ପାସ୍ ହୋଇଛନ୍ତି । ସେଥିରେ ସାଇ ସ୍ୱରିତ ସେଠୀ ୯୮.୨ ପ୍ରତିଶତ ମାର୍କ ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି । ଅନେଶ୍ଵ ଅଭିଜ୍ଞାନ ପ୍ରଧାନ -୯୭. ୪% ଓ ଶୂନ୍ୟ ସ୍ପନ୍ଦନା ପ୍ରଧାନ -୯୭. ୪% , ଅଭୟ ଅନୁପମ ପାଣିଗ୍ରାହୀ -୯୬.୮୦ % ମାର୍କ ରଖିଛନ୍ତି। ଏଥିସହ ସିଦ୍ଧାନ୍ତ ଗୌଡ଼, ଇଶିକା ପରିଡା, ପ୍ରୀତମ ପ୍ରୟାସ ପ୍ରଧାନ, ଅମ୍ରିତ ରଞ୍ଜନ ନାୟକ, ସୁଧାଂଶୁ ଶେଖର ବେହେରା, ଶ୍ରେୟାଂଶ ସୁଆର, ଶୁଭମ ବେହେରା, ଆଦିତ୍ୟ ନାରାୟଣ ପ୍ରଧାନ ଓ ଚେତନା ଦାଶ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ମାର୍କ ରଖିଛନ୍ତି। ବିଦ୍ୟାଳୟ କର୍ମକର୍ତ୍ତା ଅମର ରଥ ,ପ୍ରଧାନ ଶିକ୍ଷକ ମାନସ ରଞ୍ଜନ ପୃଷ୍ଟି ଓ ସମସ୍ତ ଶିକ୍ଷୟିତ୍ରୀ,ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri