୧୦୦ ଟଙ୍କା ଶସ୍ତା ହେଲା ଏଲପିଜି ସିଲିଣ୍ଡର…

ନୂଆଦିଲ୍ଲୀ, ୧।୯ : ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ଗ୍ରାହକଙ୍କ ପାଇଁ ଖୁସି ଖବର ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟ ୧୯ କିଲୋଗ୍ରାମ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ଦାମ ୯୧ ରୁ ୧୦୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ କରିଛନ୍ତି। ଗତ ପାଞ୍ଚ ମାସ ଧରି ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ତେବେ ୧୪ କିଲୋଗ୍ରାମ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ।

ସେପ୍ଟେମ୍ବର ୧ ରୁ ବ୍ୟବସାୟିକ ସିଲିଣ୍ଡରର ଦାମ୍‌ କୋଲକାତାରେ ୧୦୦ ଟଙ୍କା କମିଛି। ସେହିପରି ମୁମ୍ବାଇରେ ୯୨.୫ ଟଙ୍କା ଏବଂ ଚେନ୍ନାଇରେ ୯୬ ଟଙ୍କା ହ୍ରାସ ପାଇଛି। ଏଥି ସହିତ, ଦିଲ୍ଲୀରେ ସିଲିଣ୍ଡର ପାଇଁ ବର୍ତ୍ତମାନ ୧୮୮୫ ଟଙ୍କା ଦେବାକୁ ପଡିବ। ଲକ୍ଷ୍ନୌରେ ଏହା ଦାମ୍‌ ୧୮୪୪ ଟଙ୍କା ରହିଛି।

ସୂଚନାନୁସାରେ, ବିଦେଶୀ ବଜାରରେ ଗ୍ୟାସର ଅଧିକ ମୂଲ୍ୟ ଯୋଗୁ ପାଞ୍ଚ ମାସ ପୂର୍ବରୁ ଅର୍ଥାତ୍‌ ମେ ୨୦୨୨ରେ ବାଣିଜି୍ୟକ ସିଲିଣ୍ଡରର ଦାମ ୨୩୫୪ ଟଙ୍କାର ରେକର୍ଡ ସ୍ତରରେ ପହଞ୍ଚିଥିଲା। ତେବେ ପାଞ୍ଚ ମାସ ମଧ୍ୟରେ ଏହାର ଦାମ୍‌ ୪୦୦ ଟଙ୍କାରୁ ଅଧିକ ହ୍ରାସ ପାଇଛି। ବର୍ତ୍ତମାନ ଦେଶରେ ବାଣିଜି୍ୟକ ସିଲିଣ୍ଡରର ଦାମ୍‌ ପ୍ରାୟ ୧୮୫୫ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri