Posted inଜାତୀୟ

ଉଦ୍ଧବଙ୍କୁ କ୍ଷମତାଚ୍ୟୁତ କରିବା ଲାଗି ୨ ବର୍ଷରେ ଫଡନଭିସଙ୍କ ନେତୃତ୍ୱରେ ହୋଇଥିଲା ୧୦୦ରୁ ୧୫୦ ବୈଠକ: ଶିନ୍ଦେଙ୍କ ମନ୍ତ୍ରୀ…

ମୁମ୍ବାଇ,୨୯।୩ : ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ତାନାଜୀ ସାୱନ୍ତ ଏକ ବଡ ବିବୃତ୍ତି ଦେଇଛନ୍ତି । ସେ ଦାବି କରିଛନ୍ତି ଯେ ଦେବେନ୍ଦ୍ର ଫଡନାଭିସଙ୍କ ନିର୍ଦ୍ଦେଶରେ ମହାରାଷ୍ଟ୍ରରେ ଉଦ୍ଧବ ଠାକରେ ସରକାରଙ୍କୁ କ୍ଷମତାଚ୍ୟୁତ କରାଯାଇଛି। ଜୁନ ୨୦୨୨ ରେ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ବିଧାୟକମାନେ ବିଦ୍ରୋହ କରିଥିଲେ, ଯେଉଁଥିପାଇଁ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଥିବା ଶିବସେନା-ଏନସିପି-କଂଗ୍ରେସ ମିଳିତ ମେଣ୍ଟ ସରକାରଙ୍କର ପତନ ହୋଇଥିଲା। ଏହା ପରେ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଏବଂ ଭାଜପାର ମିଳିତ ମଞ୍ଚରେ ଦେବେନ୍ଦ୍ର ଫଡନାଭିସ ଉପମୁଖ୍ୟମନ୍ତ୍ରୀ ଭାବରେ ଏକ ନୂତନ ସରକାର ଗଠନ କରିଥିଲେ।

ମହାରାଷ୍ଟ୍ର ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ତାନାଜୀ ଓସମାନାବାଦରେ ଏକ ସାଧାରଣ ସଭାରେ ଯୋଗ ଦେଇ ମୁଁ ଏବଂ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଉଦ୍ଧବଙ୍କୁ କ୍ଷମତାଚ୍ୟୁତ କରିବା ଲାଗି ଫଡନଭିସଙ୍କ ନେତୃତ୍ୱରେ ଦୁଇ ବର୍ଷରେ ୧୦୦ ରୁ ୧୫୦ ବୈଠକ କରିଥିଲୁ। ଏହା ପରେ ଫଡନାଭିସଙ୍କ ନିର୍ଦ୍ଦେଶରେ ଶିବସେନା ଏବଂ ଭାଜପା ଓସମାନାବାଦ ଜିଲା ପରିଷଦ ନିର୍ବାଚନରେ ଏକାଠି ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ସେଠାରୁ ମିଳିତ ମଞ୍ଚ ଆରମ୍ଭ ହୋଇଥିଲା।

ମୁଁ ହିଁ ପ୍ରଥମେ ମାତୋଶ୍ରୀରେ ବିଦ୍ରୋହର ବିଗୁଲ ବଜାଇଥିଲି। କଂଗ୍ରେସ ଏବଂ ଏନସିପି ସହିତ ସରକାର ଗଠନ କରିବା ରାଜ୍ୟର ୧୨ କୋଟି ଲୋକଙ୍କ ପ୍ରତି ଅପମାନ ଥିଲା। ସେମାନେ ଶିବସେନା-ଭାଜପା ମିଳିତ ସରକାର ପାଇଁ ଭୋଟ ଦେଇଥିଲେ। ତେଣୁ ଶେଷରେ ଏହି ପଦକ୍ଷେପ ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri