ଗଡ଼ିବ ୧୦୦ ବନ୍ଦେ ଭାରତ ଟ୍ରେନ୍‌: ୨୦୨୪ ସୁଦ୍ଧା ନିର୍ମାଣ ସାରିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୮: ୨୦୨୪ ମାର୍ଚ୍ଚ ସୁଦ୍ଧା ୧୦୦ ବନ୍ଦେ ଭାରତ ଟ୍ରେନ ନିର୍ମାଣ ଲାଗି କେନ୍ଦ୍ର ସରକାର ଯୋଜନା ରଖିଛନ୍ତି। ଭାରତୀୟ ରେଳପଥ ପକ୍ଷରୁ ଏ ନେଇ ପ୍ରସ୍ତୁତି କରାଯାଇଥିବା ଜଣାପଡିଛି। ୨୦୨୩ ଅଗଷ୍ଟ ୧୫ ସୁଦ୍ଧା ଦେଶର ପ୍ରମୁଖ ସହରଗୁଡିକୁ ୭୫ ବନ୍ଦେ ଭାରତ ଟ୍ରେନ ଚଳାଇବାକୁ ଲକ୍ଷ୍ୟ ରଖାଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅଭିଭାଷଣରେ କହିଥିଲେ। ଏହି କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇବା ଲାଗି ରେଲଓ୍ବେ ପକ୍ଷରୁ ବିଭିନ୍ନ ଟେଣ୍ଡର ଜାରି କରାଯାଇଛି। ଏହା ମଧ୍ୟରେ ୫୮ ବନ୍ଦେ ଭାରତ ରେକ୍‌ ଲାଗି ପ୍ରପଲସନ ସିଷ୍ଟମ ଏବଂ ଅନ୍ୟାନ୍ୟ ଯନ୍ତ୍ରାଂଶ ସାମିଲ ରହିଛି। ୪୪ ବନ୍ଦେ ଭାରତ ଏକ୍ସପ୍ରେସର ରେକ୍‌ ଲାଗି ମେଧା ସର୍ଭୋ ନାମକ କମ୍ପାନୀକୁ ଚଳିତବର୍ଷ କଣ୍ଟ୍ରାକ୍ଟ ପ୍ରଦାନ କରାଯାଇଛି। ଏହି ୨ କଣ୍ଟ୍ରାକ୍ଟରେ ମୋଟ ୧୦୨ ଟ୍ରେନ ସାମିଲ ରହିଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri