Posted inଜାତୀୟ

ଭୋଟ ଦେବା ପାଇଁ ଖଟିଆରେ ବୁହା ହୋଇ ଆସିଲେ ଶତାୟୁ: ଭିଡିଓ ଭାଇରାଲ

କାଟିହାର,୭।୧୧-ବିହାର ବିଧାନସଭା ନିର୍ବାଚନ ପାଇଁ ଶନିବାର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। ଏପରିସ୍ଥିତିରେ ନିଜର ମତଦାନ ସାବ୍ୟସ୍ତ କରିବା  ପାଇଁ କାଟିହର ଜିଲାର ସୁଖଦେବ ମଣ୍ଡଳ(୧୦୦) ଖଟିଆରେ ମତଦାନ କେନ୍ଦ୍ରକୁ ବୁହା ହୋଇ ଆସିବା ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ୫ଜଣ ଲୋକ ସୁଖଦେବଙ୍କୁ ଖଟିଆରେ ମତଦାନ କେନ୍ଦ୍ରକୁ ବୋହି ନେଉଛନ୍ତି। ଏହାପରେ ସୁଖଦେବ ଖଟିଆରୁ ଓହ୍ଲାଇ ମତଦାନ କେନ୍ଦ୍ରକୁ ପ୍ରବେଶ କରୁଛନ୍ତି। ଏହି ସମୟରେ ତାଙ୍କ ହାତରେ ସାଲାଇନ ଲାଗିଥିବା ଦେଖିବାକୁ ମିଳିଛି। ପରେ ସେଠାରେ ଥିବା ଅଧିକାରୀମାନେ ସୁଖଦେବଙ୍କୁ ମତଦାନ କେନ୍ଦ୍ରକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri