ଜମାଟ ବାନ୍ଧିଲା ୧୦୦୦ କରୋନା ଟିକା, ନଷ୍ଟ ହୋଇଥିବା ଆଶଙ୍କା

ସିଲଚର୍‌, ୨୦।୧: ହସ୍ପିଟାଲରେ ୧୦୦୦ କରୋନା ଟିକା ଜମାଟ ବାନ୍ଧି ଯାଇଛି। ଶୂନ ଡିଗ୍ରୀ ତାପମାତ୍ରାରେ ଟିକାକୁ ନ ରଖାଯିବାରୁ ଏଭଳି ହୋଇଥିବା କୁହାଯାଉଛି। ଆସାମର କଚ୍ଛାର ଜିଲାର ସିଲଚର୍‌ସ୍ଥିତ ମେଡ଼ିକାଲ କଲେଜରେ ଘଟିଛି। ଜମାଟ ବାନ୍ଧି ଯାଇଥିବା ଟିକାକୁ ପରୀକ୍ଷା ପାଇଁ ଲ୍ୟାବ୍‌କୁ ପଠାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏନେଇ ସିଲଚର୍‌ ମେଡ଼ିକାଲ କଲେଜକୁ ନୋଟିସ୍‌ ମଧ୍ୟ ଜାରି କରାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଟିକା ନଷ୍ଟ ହୋଇଥିବା ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ମନ୍ତବ୍ୟ ଦିଆଯାଇ ନାହିଁ। ଦେଶବ୍ୟାପୀ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆସାମରେ ସପ୍ତାହରେ ୪ ଦିନ ଟିକାକରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri