Posted inଖେଳ

କେକେଆର ଭର୍ସସ୍‌ ୧୦୦୦

ଆବୁ ଧାବି,୨୩।୯: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଗୁରୁବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ୩୦ ବଲରେ ୩୩ ରନ୍‌ର ଇନିଂସ ଖେଳିଥିଲେ। ଏହି ଇନିଂସ ଅବସରରେ କେକେଆର୍‌ ବିପକ୍ଷରେ ୧ ହଜାର ରନ୍‌ ପୂରଣ କରିଛନ୍ତି ହିଟ୍‌ ମ୍ୟାନ। ଯେ କୌଣସି ଗୋଟିଏ ଫ୍ରାଞ୍ଚାଇଜ ବିପକ୍ଷରେ ଏକ ହଜାର ରନ୍‌ ପୂରଣ କରିବାରେ ରୋହିତ ଆଇପିଏଲର ପ୍ରଥମ ବ୍ୟାଟ୍ସମ୍ୟାନ।

ତେବେ ରୋହିତଙ୍କ ପରେ ଡେଭିଡ୍‌ ଓ୍ବାର୍ନର ଏହି ତାଲିକାରେ ସାମିଲ ହୋଇପାରନ୍ତି। ଅଷ୍ଟ୍ରେଲିଆନ ଓପନର ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ୯୪୩ ରନ୍‌ କରିଥିବା ବେଳେ କେକେଆର ବିପକ୍ଷରେ ୯୧୫ ରନ୍‌ କରିଛନ୍ତି। ଏହି ତାଲିକାରେ ରହିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳର ଅଧିନାୟକ ବିରାଟ କୋହଲିଙ୍କ ନାମ। ସେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଏପର୍ଯ୍ୟନ୍ତ ୯୦୯ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri