Posted inଜାତୀୟ

ଯୁଦ୍ଧ ମଧ୍ୟରେ ଇସ୍ରାଏଲ ଯିବେ ୧୦ ହଜାର ଭାରତୀୟ ଓ୍ବାର୍କର

ନୂଆଦିଲ୍ଲୀ,୧୯।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଇସ୍ରାଏଲ ସରକାର ଭାରତରୁ ଏକ ଲକ୍ଷ ଶ୍ରମିକ ଦାବି କରିଥିଲେ। ଗତ ମାସରେ ଇସ୍ରାଏଲ ବିଲଡର୍ସ ଆସୋସିଏସନ କହିଛି ଯେ ଏହାର ଅଧିକାରୀମାନେ ଭାରତ ସହ ଆଲୋଚନା କରୁଛନ୍ତି। ୨୫ ପ୍ରତିଶତ ପାଲେଷ୍ଟାଇନୀୟମାନେ ଇସ୍ରାଏଲର ନିର୍ମାଣ କ୍ଷେତ୍ରରେ କାର୍ଯ୍ୟ କରିଥିଲେ, କିନ୍ତୁ ଯୁଦ୍ଧ ପରେ ପ୍ରାୟ ଏକ ଲକ୍ଷ ପାଲେଷ୍ଟାଇନୀୟଙ୍କୁ ଦେଶରୁ ବାହାର କରାଯାଇଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଏହି ସମୟ ମଧ୍ୟରେ ହରିୟାଣା ସରକାର ଇସ୍ରାଏଲରେ ଚାକିରି ପାଇଁ ଦଶ ହଜାର ଶ୍ରମିକଙ୍କୁ ଇସ୍ରାଏଲକୁ ପଠାଇବେ। ଏଥିପାଇଁ ସରକାର ନିଯୁକ୍ତି ମଧ୍ୟ ଜାରି କରିଛନ୍ତି। ନିଯୁକ୍ତି ପରିଚାଳନା କରୁଥିବାବେଳେ ହରିୟାଣା ସ୍କିଲ ଏମ୍ପ୍ଲୟମେଣ୍ଟ କର୍ପୋରେସନ କହିଛି ଯେ ହରିୟାଣା ସରକାର ଇସ୍ରାଏଲରେ ୧୦ହଜାର ଲୋକଙ୍କୁ ଚାକିରୀ ଯୋଗାଇବାକୁ ଚାହୁଁଛନ୍ତି। ନିଯୁକ୍ତି ନିୟମ ଅନୁଯାୟୀ, ଏହି ଚାକିରି ପାଇଁ ସର୍ବନିମ୍ନ ଯୋଗ୍ୟତା ଦଶମ ଅଟେ। ପ୍ରାର୍ଥୀଙ୍କ ବୟସ ୨୪ ରୁ ୫୪ ବର୍ଷ ମଧ୍ୟରେ ହେବା ଉଚିତ। ଏହି ଶ୍ରମିକମାନଙ୍କ ଦରମା ୬୧୦୦ ନିସ ଅର୍ଥାତ୍‌ ଭାରତୀୟ ମୁଦ୍ରା ଅନୁଯାୟୀ ୧ ଲକ୍ଷ ୩୪ ହଜାର ଟଙ୍କା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri