ଓଡ଼ିଶାରେ ପହଞ୍ଚିଲା ଆଉ ୧ ଲକ୍ଷ ଟିକା

ଭୁବନେଶ୍ୱର,୪।୫(ବ୍ୟୁରୋ): ଆମ ରାଜ୍ୟରେ ମଙ୍ଗଳବାର ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ପହଞ୍ଚିଛି। ଟିକା ଆସି ପହଞ୍ଚିବା ପରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। କାରଣ ଟିକା ଅଭାବରୁ ଅନେକ ଜିଲାରେ ଟିକାକରଣ ବନ୍ଦ ରହିଛି। ଫଳରେ ଜନଅସନ୍ତୋଷ ପ୍ରକାଶ ପାଇଛି। ବାଲେଶ୍ୱର, ବୌଦ୍ଧ, ବରଗଡ, କଟକ, ଗଜପତି, ଜଗତସିଂହପୁର, କୋରାପୁଟ, ସମ୍ବଲପୁର, ନବରଙ୍ଗପୁର, ସୁବର୍ଣ୍ଣପୁର, କନ୍ଧମାଳ ଜିଲାରେ ଟିକା ଅଭାବରୁ ଟିକାକରଣ କାର୍ଯ୍ୟକ୍ରମ ମନ୍ଥର ହୋଇଛି। ଟିକା ପହଞ୍ଚିଥିବାରୁ ପୁନଃ ଟିକାକରଣ କାର୍ଯ୍ୟକ୍ରମ ଚାଲୁରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ

ଭୁବନେଶ୍ୱର, ୨।୨୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରିକ୍ଷାର୍ଥୀ ଧରାପଡିବା ପରେ ଏଥିପାଇଁ ଏକ ବଡ଼ ର଼୍ୟାକେଟ କାର୍ଯ୍ୟ କରୁଥିବା ପୋଲିସ ଜାଣିବାକୁ ପାଇଛି। ଏ...

ଆମକୁ କ’ଣ ବାଉନ୍ସର ବଳିଯିବେ, ଡାକିଲେ ୫ହଜାର ଲୋକ ଆସିବେ: ସୁର

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ଜଗିବାକୁ ତୀବ୍ର ବିରୋଧ କରିଛନ୍ତି ବିଧାୟକ ସୁର ରାଉତରାୟ। ଶନିବାର ଏ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଦଳୀୟ...

ଓଡ଼ିଶା ପ୍ରଜ୍ଞାପନ ମେଢ଼ ପୁରସ୍କୃତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮ା୧(ବ୍ୟୁରୋ)- ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାକୁ ସଫଳତା ମିଳିଛି। ପରେଡ଼ରେ ସାରା ଦେଶରୁ ସାମିଲ୍‌ ହୋଇଥିବା ୨୨ ପ୍ରଜ୍ଞାପନ ମେଢ଼...

ପୁଣି ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଅନୁଗୋଳରୁ ସର୍ବାଧିକ; ଆଖି ବୁଜିଲେ ୫

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ...

ସିଡିଏରେ ପାଇପ୍‌ ଯୋଗେ ରନ୍ଧନ ଗ୍ୟାସ୍‌ ଯୋଗାଣ ଖୁବ୍‌ଶୀଘ୍ର

କଟକ ଅଫିସ, ୭ା୯: ହଜାର ବର୍ଷର ସହର କଟକ। ଏହା ଦେଶର ଅନ୍ୟତମ ସର୍ବପୁରାତନ ସହର ହୋଇଥିଲେ ମଧ୍ୟ ଏଠାରେ ଅନେକ ସମସ୍ୟା ରହିଛି। ତେବେ...

ଆହାର କେନ୍ଦ୍ର ତଦାରଖ ଲାଗି କୋଟିଏ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ଥିବା ୧୬୬ ଆହାର କେନ୍ଦ୍ର ପରିଚାଳନାରେ ୧୫୭ ମିଶନ ଶକ୍ତି ଗୋଷ୍ଠୀର ୨ ହଜାରରୁ ଅଧିକ ସଦସ୍ୟା ନିୟୋଜିତ ହୋଇଛନ୍ତି।...

ଦୁଗ୍ଧ ଲିଟର ପିଛା ୩୦ଟଙ୍କା ଦାବି କଲା ଦୁଗ୍ଧ ଚାଷୀ ମହାସଂଘ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଚାଷୀଙ୍କୁ ଦୁଗ୍ଧ ଲିଟର ପିଛା ୩୦ଟଙ୍କା ଦେବାକୁ ଦାବି କରିଛି ଦୁଗ୍ଧ ଚାଷୀ ମହାସଂଘ। ଗତ ୪ ଦିନ ତଳେ ଅମୁଲ୍‌ କମ୍ପାନୀ ଲିଟର...

ଭୋକ ଉପାସରେ ବୁଲୁଛନ୍ତି ଅସହାୟ ବୃଦ୍ଧ

ଅତାବିରା,୪।୪(ଡିଏନଏ)- ବରଗଡ଼ ଜିଲା ଗୋଡଭଗା-ତୁରୁମ ରାସ୍ତାର ଉଦେପୁର ଛକରେ ଜଣେ ଅସହାୟ ବୃଦ୍ଧ ବୁଲାବୁଲି କରୁଥିବା ଦେଖିବାକୁ ମିଳିଛି। କିଛି କହିପାରୁ ନଥିବା ଯୋଗୁଁ ତାଙ୍କ...

Advertisement


Archives

Model This Week

Why Dharitri