ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ: ପନିପରିବା ବିହନ ବଣ୍ଟନ

ପାଟକୁରା,୭।୧୦(ଡିଏନଏ)- ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକର ବେଡାରୀ ଗ୍ରାମ ପଞ୍ଚାୟତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ପନିପରିବା ବିହନ ବଣ୍ଟନ କରାଯାଇଛି। ଲଙ୍କା ମଞ୍ଜି ୫୦ ଗ୍ରାମ, କଖାରୁ ୧୦୦, କୋଶିଳା ୧୦୦, ଭେଣ୍ଡି ୨୦୦, ଝୁଡ଼ଙ୍ଗ ୧୦୦ ଗ୍ରାମର ମଞ୍ଜିକୁ ସରପଞ୍ଚ ଗୋକୁଳାନନ୍ଦ ବେହେରା, ଉଦ୍ୟାନ କୃଷିର ପ୍ରଶାନ୍ତ କୁମାର ରାଉତରାୟ, କୃଷକ ସାଥୀ ରବୀନ୍ଦ୍ର ପରିଡ଼ା, ସମିତି ସଭ୍ୟ ଭବବତୀ ସେଠୀ ପ୍ରମୁଖ ଚାଷୀଙ୍କୁ ବଣ୍ଟନ କରିଥିଲେ। ପ୍ରତ୍ୟେକ ପଞ୍ଚାୟତର ୨୫ଜଣ ଚାଷୀଙ୍କୁ ଏହି ପୁଡ଼ିଆ ପ୍ରଦାନ କରାଯାଇଛି।


All Right Reserved By

ନିର୍ବାଚନ ପାଇଁ ସିଆରପିଏଫ୍‌ର ଫ୍ଲାଗମାର୍ଚ୍ଚ

ବାଲେଶ୍ୱର/ଜଳେଶ୍ୱର, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ସହରରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସିଆର୍‌ପିଏଫ୍‌ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଥିଲା। ଜିଲାରେ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ...

ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍‌: ସିଂହଦ୍ୱାରରେ ମହାଦୀପ ଦାନ, ରସଗୋଲା ଭୋଗ

ପୁରୀ ଅଫିସ, ୨୯ା୭: ଓଡ଼ିଶା ରସଗୋଲାକୁ ମିଳିଛି ଜିଆଇ ଟ୍ୟାଗ୍‌। ଓଡ଼ିଶା ରସଗୋଲା ପାଇଛି ଭୌଗଳିକ ପରିଚୟ। ମାଡ୍ରାସ ଜିଆଇ କାର୍ଯ୍ୟାଳୟରୁ ଏହି ମାନ୍ୟତା ମିଳିବା...

ଅସରାଏ ବର୍ଷାରେ ଅବସ୍ଥା ବେହାଲ

ବାସୁଦେବପୁର, ୨୩।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ସହର ପୌରପାଳିକାର ମାନ୍ୟତା ଲାଭ କରିଥିଲେ ମଧ୍ୟ ସହରବାସୀଙ୍କ ସର୍ବନିମ୍ନ ସମସ୍ୟା ସମାଧାନ ହୋଇପାରୁ ନାହିଁ।...

ପୋଲିଓ ଖାଇ ଶିଶୁକନ୍ୟାର ମୃତ୍ୟୁ ଅଭିଯୋଗ

ବ୍ରହ୍ମଗିରି,୭ା୯(ଡି.ଏନ୍‌.ଏ.): ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅଢ଼େଇ ମାସର ଶିଶୁକନ୍ୟା ପୋଲିଓ ବୁନ୍ଦା ଖାଇ...

ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର, ୩ ଫେରାର, ମାରଣାସ୍ତ୍ର ସହ ଗାଡ଼ି ଜବତ

କେନ୍ଦ୍ରାପଡ଼ା ଅଫିସ/ ଆଳି,(ଡି.ଏନ୍‌.ଏ.), ୨୮ା୯: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଛକଠାରେ ଶନିବାର ଭୋରରେ ଜିଲା ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର ଆହତ...

ବ୍ଲକର ନାମଫଳକକୁ ନେଇ ଦ୍ୱନ୍ଦ

ହାଟଡିହୀ, ୪।୯(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଫିସ୍‌ କାର୍ଯ୍ୟାଳୟ ଏବ ମିଟିଂ ଗୃହରେ ଲିଖିତ ଥିବା ନାମଫଳକକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ବିଭିନ୍ନ...

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ

କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ...

ଗୋରୁ, ମଇଁଷିଙ୍କର ହେବ ଟ୍ୟାଗିଂ

ବ୍ରହ୍ମପୁର ଅଫିସ୍‌,୧୨ା୬- କ୍ରମବର୍ଦ୍ଧିଷ୍ଣୁ ବ୍ରହ୍ମପୁର ସହରରେ ଟ୍ରାଫିକ ଏକ ପ୍ରମୁଖ ସମସ୍ୟା ଭାବେ ଦୀର୍ଘ ବର୍ଷ ହେଲା ସହରବାସୀଙ୍କୁ ହଇରାଣ କରୁଛି। କେବଳ ଯାନବାହନ ସଂଖ୍ୟା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *