ଦୁର୍ଗାପୂଜା ପାଇଁ ଉତ୍ସବମୁଖର ବିଜେପୁର

ବିଜେପୁର, ୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ପୁରପଲ୍ଲୀ ଶାରଦୀୟ ଦୁର୍ଗାପୂଜା ପାଇଁ ବେଶ୍‌ ଉତ୍ସବମୁଖର ହୋଇପଡ଼ିଛି। ଏହି କ୍ରମରେ ସ୍ଥାନୀୟ ଏନ୍‌ଏସି ସଦର ମହକୁମାସ୍ଥିତ ସାର୍ବଜନୀନ ଦୁର୍ଗାପୂଜା ମଣ୍ଡପରେ ନବକୁମାରୀ ପୂଜନୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭୁଏପଡ଼ାସ୍ଥିତ ଉମାଶଙ୍କର ପାଣିଗ୍ରାହୀଙ୍କ ବାସଭବନରୁ ସଜ୍ଜିତ ନବକୁମାରୀମାନଙ୍କୁ ଦୁଲ୍‌ଦୁଲି ବାଜାର ଗୁରୁ ଗମ୍ଭୀର ଭରନିପାର୍‌ରେ ପୂଜାମଣ୍ଡପକୁ ପାଛୋଟି ନିଆଯାଇଥିଲା। ରୀତିନୀତି ସହକାରେ ନବକୁମାରୀମାନଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା। ଜଗଜ୍ଜନନୀଙ୍କର ଏହି ବେଶ ଦର୍ଶନ କଲେ ମାନସିକ ପୂରଣ ହେଉଥିବା ବିଶ୍ବାସ ରହିଛି। ତେଣୁ ମା’ଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ପରେ ସଜ୍ଜିତ ରଥରେ ନବକୁମାରୀମାନଙ୍କୁ ସହର ପରିକ୍ରମା କରାଯାଇଥିଲା।


All Right Reserved By Dharitri.Com

୨୪ ହଜାର ଗଞ୍ଜେଇ ଗଛ ନଷ୍ଟ କରାଗଲା

ଆର.ଉଦୟଗିରି, ୧୫ା୧(ଡି.ଏନ.ଏ.)- ଆର.ଉଦୟଗିରି ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରି ପୁଣି ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଗଜପତି...

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌: ଜଣେ ମୃତ, ୨ ଗୁରୁତର

ଫୁଲବାଣୀ ଅଫିସ,୪।୧୨: କନ୍ଧମାଳ ଜିଲା ଫୁଲବାଣୀ ଏଫ୍‌ସିଆଇ ଛକର ନିଶ୍ୱାସ କଲେଜ ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ କାର୍‌ (ଓଆର୍‌୦୫ଏଲ୍‌ ୯୧୯୧) ଗଛରେ ପିଟିହୋଇ...

ତାରାତାରିଣୀ ଚୈତ୍ର ଯାତ୍ରାରେ କଟକଣା: ମୁଣ୍ଡନ, କଲ୍ୟାଣମଣ୍ଡପ, ବସସେବା ବନ୍ଦ

ଛତ୍ରପୁର,୧୫।୩(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମର ଆରାଧ୍ୟ ଦେବୀ ମା’ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ମୁଣ୍ଡନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି।...

ସଂଯୋଗ ନ ଥାଇ ପହଞ୍ଚିଲା ବିଲ୍‌

ବନ୍ତଳା, ୧୫।୩(ଡ଼ି.ଏନ୍‌.ଏ) – ୪ ବର୍ଷ ହେଲା ଟ୍ରାନ୍ସଫର୍ମର ଚୋରି ହୋଇଯାଇଛି। ସେବେଠାରୁ ନୂଆ ଟ୍ରାନ୍ସଫର୍ମର ଲାଗିନି କି ବିଦ୍ୟୁତ୍‌ ସଂଯୋଗ ହୋଇନି। ତଥାପି ବିଦ୍ୟୁତ୍‌...

ପୃଥକ ଦୁର୍ଘଟଣା: ୨ ମୃତ

ବ୍ରହ୍ମପୁର ଅଫିସ, ୨୦।୭: ବାଇକରୁ ଖସି ପୃଥକ ଘଟଣାରେ ୨ ଜଣଙ୍କର ଏମ୍‌କେସିଜି ମେଡିକାଲରେ ମୃତ୍ୟୁ ଘଟିଛି। ସେମାନେ ହେଲେ ଦିଗପହଣ୍ଡି ଥାନା ଅନ୍ତର୍ଗତ କୃଷ୍ଣକୃପାମୟପୁର...

ବିଜେପୁରର ଅଇତିହାସିକ ଦାମୋଦର କଟା:ସାଫ୍‌ ନାଇଁ ହେଲା ଅମରି, ପଦମ୍‌ଫୁଲ୍‌

ବିଜେପୁର, ୨୫।୬ (ଡି.ଏନ୍‌.ଏ): ଖେତ୍‌ ଟାକେ ମୁଡ଼ାଟେ ଲେଖେଁ ବରଗଡ଼ ଜିଲା ବିଜେପୁରବାସୀଙ୍କର ଜୀବନ୍‌ ଜୀବିକା ସଂଗେ ବରକସ୍‌ କରି ଜୁଡ଼ି ହେଇ ରହିଛେ ଦାମୋଦର...

ସୁନ୍ଦରୀ ବେକରୁ ଖୋଲାଗଲା ରେଡିଓ କଲାର

ବନ୍ତଳା, ୨୨ା୨ (ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବନ୍ତଳା ଥାନା ରାଇଗୁଡା ରେଞ୍ଜ ଏନ୍‌କ୍ଲୋଜରରେ ଥିବା ବାଘୁଣୀ ସୁନ୍ଦରୀ ବେକରୁ ଶୁକ୍ରବାର ରେଡିଓ...

୧୪ ଦିନରେ ଖଣିରେ ଅର୍ଥନୈତିକ ଅବରୋଧ: ସମର୍ଥ ଜଣାଇଲା ରାଜ୍ୟ ସିଭିଲ ସୋସାଇଟି ଫୋରମ

ସୁକିନ୍ଦା,୨|୮(ଡି.ଏନ୍‌.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରେ ଲୋଡିଂ ନ ମିଳିବା ଓ ହାଇକୋର୍ଟଙ୍କ ଫାଷ୍ଟ କମ ଫାଷ୍ଟ ଲୋଡିଂ ନିୟମକୁ ନେଇ ଜୁଲାଇ ୧୯ରୁ କୁହିକା ସୁକିନ୍ଦା...

Leave a comment

Your email address will not be published. Required fields are marked *