ଉଇଗର ମୁସଲମାନ୍‌ଙ୍କୁ ଶୋଷଣ: ଆମେରିକା କଳା ତାଲିକାରେ ୨୮ ଚାଇନା କମ୍ପାନୀ

ଓ୍ବାଶିଂଟନ,୮।୧୦: ଚାଇନାରେ ଉଇଗର ମୁସଲମାନ୍‌ଙ୍କୁ ନିର୍ଯାତନା ଦିଆଯାଉଛି। ଶିନଜିୟାଙ୍ଗ୍‌ ପ୍ରଦେଶରେ ଥିବା ୨୮ଟି ଚାଇନା କମ୍ପାନୀ ଏହି ମୁସଲମାନ ସମ୍ପ୍ରଦାୟଙ୍କୁ ଶୋଷଣ କରୁଥିବାରୁ ସେସବୁ କମ୍ପାନୀକୁ ଆମେରିକା କଳା ତାଲିକାରେ ସ୍ଥାନୀତ କରିଛି। କମ୍ପାନୀଗୁଡ଼ିକ ଉଇଗର ସମ୍ପ୍ରଦାୟର ମାନବିକ ଅଧିକାରକୁ ଉଲ୍ଲଂଘନ କରିଥିବାରୁ ଆମେରିକା ଏପରି ପଦକ୍ଷେପ ନେଇଛି। ଏନେଇ ଆମେରିକା ବାଣିଜ୍ୟ ସଚିବ ଓ୍ବିଲବର ରୋସ୍‌ ସୂଚନା ଦେଇଛନ୍ତି। ଏସବୁ କମ୍ପାନୀର ଉତ୍ପାଦ ଏବେ ଆମେରିକା କିଣିବ ନାହିଁ ବୋଲି ରୋସ୍‌ କହିଛନ୍ତି। ଚାଇନାରେ ଜାରି ରହିଥିବା ଏଭଳି ନିର୍ଯାତନାକୁ ଆମେରିକା ସହ୍ୟ କରିବ ନାହିଁ ବୋଲି ସେ ପ୍ରକାଶ କରିଛନ୍ତି।


All Right Reserved By Dharitri.Com

ରୁଷରେ ମୋଦିଙ୍କୁ ଜୋରଦାର୍‌ ସ୍ବାଗତ

ମସ୍କୋ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ବୁଧବାର ମୋଦି ଭ୍ଲାଦିଭୋଷ୍ଟକରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଏହି...

ଟ୍ରମ୍ପଙ୍କ ଉପରେ ଯୌନ ଉତ୍ପୀଡନ ଅଭିଯୋଗ ଆଣିଲେ ଲେଖିକା: ଆମେରିକା ରାଷ୍ଟ୍ରପତି କହିଲେ ମିଥ୍ୟା ଖବର

ଓ୍ବାଶିଂଟନ,୨୨।୬: ନ୍ୟୁୟର୍କର ଜଣେ ଲେଖିକା ତଥା କଲମନିଷ୍ଟ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପlରେ ଯୌନ ଉତ୍ପୀଡନ ଅଭିଯୋଗ ଆଣିଛନ୍ତି। ଏହା ବିଗତ ୨ ଦଶକ...

କରୋନାଭାଇରସର ସତ୍ୟତା ବଖାଣୁଥିବା ବ୍ୟକ୍ତିଙ୍କୁ ଅପହରଣ କରୁଛି ଚାଇନା!

ବେଜିଂ,୧୦।୨: ଚାଇନା କାହିଁକି ଏବେ ସାରା ବିଶ୍ୱରେ କରୋନାଭାଇରସ ସମସ୍ତଙ୍କ ନିଦ ହଜାଇ ଦେଇଛି। ଏହାର ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା...

ପାକିସ୍ତାନରେ ପହଞ୍ଚିଲେ ୧୭ ଜଣିଆ ଆମେରିକା ପ୍ରତିନିଧି ଦଳ

ଇସଲାମାବାଦ୍‌,୭।୯: ପାକିସ୍ତାନରେ ଆମେରିକାର ୧୭ ଜଣିଆ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ଶନିବାର ପାକିସ୍ତାନରେ ପହଞ୍ଚିଥିବା ପ୍ରତିନିଧି ଦଳ ଆଫଗାନିସ୍ତାନ ସମସ୍ୟା ନେଇ ପାକିସ୍ତାନ ପ୍ରତିପକ୍ଷଙ୍କ ସହିତ...

ପାକିସ୍ତାନରେ ଡେଙ୍ଗୁ ସାଜିଛି ମହାମାରୀ: ୧୦ ହଜାର ଲୋକ ସଂକ୍ରମିତ

ଇସଲାମାବାଦ୍‌,୨୬।୯: ପାକିସ୍ତାନରେ ସାଧାରଣ ସ୍ବାସ୍ଥ୍ୟସେବା ଭୁଶୁଡ଼ି ପଡିଛି। ଏଠାରେ ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଡେଙ୍ଗୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଡେଙ୍ଗୁରେ ବହୁ ଲୋକଙ୍କ...

ଜାପାନରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

ଓସାକା, ୨୮।୬: ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ପ୍ରବାସୀ ଭାରତୀଙ୍କୁ ସମ୍ବୋଧିତ କରି...

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଗୃହୀତ

ଓ୍ବାଶିଂଟନ, ୨୦।୧୨(ପି.ଟି.):ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ବୁଧବାର ପ୍ରତିନିଧି ସଭାରେ ଗୃହୀତ ହୋଇଛି। ଫଳରେ ତାଙ୍କୁ ସିନେଟରେ ବିଚାରର ସମ୍ମୁଖୀନ ହେବାକୁ ପଡିବ।...

ଇମ୍ରାନ୍‌ଙ୍କୁ ପାକ୍‌ ବିରୋଧୀ ଦଳର ପରାମର୍ଶ: କଶ୍ମୀର ଭୁଲିଯାଇ ପିଓକେ କଥା ଚିନ୍ତାକର

ଇସ୍‌ଲାମାବାଦ, ୨୮ା୮: ୩୭୦ ଧାରା ଉଚ୍ଛେଦ ସହ ଜମ୍ମୁ-କଶ୍ମୀରକୁ ଦୁଇ କେନ୍ଦ୍ରଶାସିତ ଅଞ୍ଚଳ କରିବାକୁ ନେଇ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଭାରତ ବିରୋଧରେ ପରମାଣୁ...

Leave a comment

Your email address will not be published. Required fields are marked *