ଦଶହରାରେ ଭାରତବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଇମ୍ରାନ୍‌ଙ୍କ ମନ୍ତ୍ରୀ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇସଲାମାବାଦ,୮।୧୦: ଦଶହରା ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ମନ୍ତ୍ରୀ ଫଓ୍ବାଦ୍‌ ଚୌଧୁରୀ ଭାରତବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଓ୍ବାଦ୍‌ ବହୁ ସମୟରେ ଭାରତ ବିରୋଧରେ ମନ୍ତବ୍ୟ ଦେଇଥାନ୍ତି। ଶୁଭେଚ୍ଛାକୁ କେତେକ ସମର୍ଥନ କରିଥିବାବେଳେ କିଛି ଏହାକୁ ଟ୍ରୋଲ୍‌ କରିଛନ୍ତି। କେତେକ ଫଓ୍ବାଦ୍‌ଙ୍କୁ ଅଖଣ୍ଡ ଭାରତ ବିଷୟରେ ମନେ ପକାଇ ଦେଇଛନ୍ତି। ପାକିସ୍ତାନରେ ଥିବା ଆତଙ୍କବାଦୀ ମସୁଦ୍‌ ଆଝାର ଏବଂ ହାଫିଜ୍‌ ସଇଦ୍‌ଙ୍କୁ ହତ୍ୟା କରିବା ଲାଗି କିଛି ଲୋକ ଫଓ୍ବାଦ୍‌ଙ୍କୁ ପରାମର୍ଶ ଦେଇଛନ୍ତି।


All Right Reserved By

ଶ୍ରଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ...

ପାକିସ୍ତାନ କଳା ତାଲିକାରେ ସ୍ଥାନ ପାଇବା ଆଶଙ୍କା ବଢ଼ିଲା

ଓ୍ବାଶିଂଟନ,୭।୧୦: ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିବାକୁ ପଛଘୁଞ୍ଚା ଦେବାରେ ଲାଗିଛି। ଏନେଇ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖୁଥିବା...

ବିଶ୍ୱ ମହାସାଗର ଦିବସ: ପ୍ରଦୂଷଣ ଯୋଗୁ ପ୍ରତିବର୍ଷ ୧୦ ଲକ୍ଷ ପକ୍ଷୀ ଏବଂ ଏକ ଲକ୍ଷ ସାମୁଦ୍ରିକ ଜୀବଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୮।୬: ବୃଦ୍ଧି ପାଉଥିବା ପ୍ରଦୂଷଣର ପ୍ରଭାବ ମହାସାଗର ଉପରେ ପଡ଼ିବାରେ ଲାଗିଛି। ଏଥିଯୋଗୁ ପ୍ରତିବର୍ଷ ୧୦ ଲକ୍ଷ ପକ୍ଷୀ ଏବଂ ଏକ ଲକ୍ଷ ସାମୁଦ୍ରିକ ଜୀବଙ୍କ...

ସବୁଠୁ ମହଙ୍ଗା ବିୟର

ନିକଟରେ କିଛି ହୋଟେଲ ପକ୍ଷରୁ ଗ୍ରାହକଙ୍କୁ ଚକିତ କରିଦେବା ଭଳି ଦିଆଯାଉଥିବା ବିଲ୍‌ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଯାହାକୁ ସୋସିଆଲ ମିଡିଆର ଟ୍ରୋଲର ଶିକାର...

ହସ୍ପିଟାଲ ନିକଟରେ ବିସ୍ଫୋରଣ: ୩ ମୃତ, ୮ ଆହତ

ଇସଲାମାବାଦ,୨୧।୭: ପାକିସ୍ତାନର ଡେରା ଇସମେଲ ଖାଁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଟ୍ରମା ସେଣ୍ଟରରେ ରବିବାର ହୋଇଥିବା ଏକ ଆତ୍ମଘାତୀ ବୋମା ବିସ୍ଫୋରଣରେ ୩ ଜଣଙ୍କ...

ଅନୁଚ୍ଛେଦ ୩୭୦ ହଟିବା ପରେ ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୬।୮: ମୋଦି ସରକାର ସୋମବାର ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ହଟାଇବା ପରେ ଏହାକୁ ନେଇ ଏବେ ଚିନ୍ତାରେ ପଡିଯାଇଛି ପାକିସ୍ତାନ। କାରଣ ଅନୁଚ୍ଛେଦ ୩୭୦ ଆତଙ୍କବାଦ...

ଭାରତୀୟ ଶିଶୁ ପାଇଁ ନିୟମ ଭାଙ୍ଗିଲା ୟୁଏଇ

ଆବୁଧାବି,୨୯।୪: ଜଣେ ଭାରତୀୟ ଶିଶୁକୁ ଜନ୍ମ ପ୍ରମାଣ ପତ୍ର ଦେବା ଲାଗି ୟୁନାଇଟେଡ୍‌ ଆରବ ଏମିରେଟ୍ସ(ୟୁଏଇ) ତା’ର ନିୟମ ଭଙ୍ଗ କରିଛି। ଏହି ଆଧାରରେ ୟୁଏଇ...

ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ପାଇଁ ନାଁ ବାଛିଲେ ଟ୍ରମ୍ପ

ଓ୍ବାଶିଂଟନ,୧୮।୯: ଗତ ସପ୍ତାହରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ପଦରୁ ଜନ୍‌ ବୋଲ୍ଟନଙ୍କୁ ପଦରୁ ହଟାଇବା ପରେ ମଙ୍ଗଳବାର ଏହି ପଦ ପାଇଁ ୫ ଜଣଙ୍କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *