ବଞ୍ଚିଥିବା ଯାଏ କରିବେ ଅଭିନୟ

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଖାଁ ବେବୋ ନାଁରେ ବେଶ୍‌ ପରିଚିତ। ତାଙ୍କ ଅଭିନୟକୁ ନେଇ ସେ ଯେତିକି ଚର୍ଚ୍ଚିତ ତାଙ୍କ ପର୍ସନାଲ ଲାଇଫକୁ ନେଇ ମଧ୍ୟ ସେ ସେତିକି ଚର୍ଚ୍ଚିତ। ନିକଟରେ ଏକ ସାକ୍ଷାତ୍‌କାରରେ କରିନା କହିଛନ୍ତି, ଅଭିନୟ ପାଇଁ ସେ ଜନ୍ମ ହୋଇଛନ୍ତି ଆଉ ବଞ୍ଚିଥିବା ପର୍ଯ୍ୟନ୍ତ ଅଭିନୟ କରିବେ। ଏମିତିରେ ତ ସେ କଳାକାର ପରିବାରରେ ଜନ୍ମ। ଆଉ କଳାକାର ପରିବାରର ପିଲା ହୋଇ ଅଭିନୟକୁ ଛାଡିପାରିବେ ବା କିପରି। ପ୍ରଥମେ ଅଭିଶେକ ବଚ୍ଚନଙ୍କ ବିପକ୍ଷର ନାୟିକା ସାଜି ଫିଲ୍ମ ‘ରିଫ୍ୟୁଜି’ରେ ପ୍ରଥମେ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଏହି ନାୟିକା। ଏହାପରେ ‘ଉଡ୍‌ତା ପଞ୍ଜାବ’, ‘ବିରେ ଦି ଓ୍ବେଡିଙ୍ଗ’, ‘ଚମେଲି’, ‘ଅଶୋକା’ ଭଳି ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟିଦେଇ ବିଟାଉନ୍‌ରେ ସେ ନିଜପାଇଁ ସୃଷ୍ଟି କରିଛନ୍ତି ଏକ ସ୍ବତନ୍ତ୍ର ପରିଚୟ।


All Right Reserved By Dharitri.Com

‘ଜିରୋ’ ପରେ ଶାହାରୁଖଙ୍କ ହାତ ଖାଲି

ବଲିଉଡ୍‌ ଇଣ୍ଡଷ୍ଟ୍ରୀରେ ୨୭ ବର୍ଷ ଧରି ରାଜ୍‌ କରି ଆସିଥିବା ବାଦ୍‌ଶାହା ତଥା ଶାହାରୁଖଙ୍କ ହାତ ଏବେ ପୂରା ଖାଲି। ‘ଜିରୋ’ଫିଲ୍ମ ପରଠାରୁ ଶାହାରୁଖ୍‌ ଆଉ...

ବିବାହ ବନ୍ଧନରେ ଆବଦ୍ଧ ହେବେ ରିଚା-ଅଲ୍ଲୀ ଫାଜଲ୍‌

ବଲିଉଡ୍‌ରେ ଏବେ ବିବାହ ଋତୁ ଚାଲିଛି। ନିକଟରେ କରିସ୍ମା ଏବଂ କରିନା କପୁରଙ୍କ ଭାଇ ଅରମାନ ଜୈନଙ୍କ ବିବାହ ଶେଷ ହୋଇଥିବାବେଳେ ଏବେ ଆଉ ଏକ...

ମାମୁଙ୍କ ବିବାହରେ ଖୁବ୍‌ ନାଚିଲେ ତୈମୁର

ମୁମ୍ବାଇ: ଷ୍ଟାର କିଡ ଭାବେ ବେଶ୍‌ ଚର୍ଚ୍ଚାରେ ରହୁଥିବା ଶୈଫିନାଙ୍କ ପୁଅ ତୈମୁର ଖାଁ ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ବଲିଉଡ୍‌ ବେବୋ କରିନା...

‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର ୩ଡି’ରେ ଭାରତ-ପାକ୍‌ ଲଢ଼େଇ

ମୁମ୍ବାଇ: ବରୁଣ ଧାଓ୍ବନ ଏବଂ ଶ୍ରଦ୍ଧା କପୁର ଅଭିନୀତ ଫିଲ୍ମ ‘ଏବିସିଡି-୨’ରେ ଦର୍ଶକଙ୍କ ମନ ଜିଣିବା ପରେ ଏବେ ନିର୍ଦ୍ଦେଶକ ରେମୋ ଡି’ସୁଜା ଦର୍ଶକଙ୍କୁ ଭେଟି...

କାଲିଫର୍ନିଆରେ ଛୁଟି ମନାଉଛନ୍ତି ପ୍ରିୟଙ୍କା-ନିକ୍‌

ମୁମ୍ବାଇ: ଦେଶୀ ଗାର୍ଲ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସଙ୍କ ଭଲପାଇବା ବଲିଉଡ୍‌ ଠାରୁ ଆରମ୍ଭ କରି ହଲିଉଡ୍‌ ପର୍ଯ୍ୟନ୍ତ  ଚର୍ଚ୍ଚାରେ ରହିଥାଏ। ନିଜର ରୋମାଣ୍ଟିକ୍‌...

ସାଉଥ୍‌ ସୁପରଷ୍ଟାର ଅଲୁ ଅର୍ଜୁନ ଦାନ କଲେ ୧.୨୫ କୋଟି ଟଙ୍କା

ମୁମ୍ବାଇ: କରୋନା ଭାଇରସ୍‌ ମହାମାରୀକୁ ନେଇ ସାରା ବିଶ୍ୱରେ ସଂଘର୍ଷ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସମସ୍ତେ ଏବେ ସହାୟତାର ହାତ ବଢ଼ାଇଛନ୍ତି।...

ତାପସୀଙ୍କ ‘ଥପ୍ପଡ’ ଦେଖି ଖୁସି ହେଲେ ଜାଭେଦ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ଅଭିନୀତ ଫିଲ୍ମ ‘ଥପ୍ପଡ’କୁ ନେଇ ଚର୍ଚ୍ଚା ଲାଗି ରହିଛି। ସାମାଜିକ ଘଟଣାବଳୀକୁ ନେଇ ନିର୍ମାଣ କରାଯାଉଥିବା ଫିଲ୍ମରେ ଅଭିନୟ...

ଏକ୍ସ ଗର୍ଲ ଫ୍ରେଣ୍ଡଙ୍କ ଜନ୍ମଦିନରେ ଖୁବ୍‌ ମଜା କଲେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ପର୍ସନାଲ ଲାଇଫ୍‌କୁ ନେଇ ବେଳେ ବେଳେ ଆସି ଯାଆନ୍ତି ଚର୍ଚ୍ଚାକୁ। ବିଶେଷ କରି ତାଙ୍କ ଲଭ୍‌ ଅଫେୟାର୍ସ...

Leave a comment

Your email address will not be published. Required fields are marked *