ପଦାର୍ଥ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

ଷ୍ଟକ୍‌ହୋମ୍‌,୮।୧୦: ଚଳିତ ବର୍ଷ ପାଇଁ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ୩ ଜଣ ବୈଜ୍ଞାନିକ ମିଳିତ ଭାବେ ଏହି ପୁରସ୍କାର ପାଇବାକୁ ସୁଇଡିସ୍‌ ଏକାଡେମୀ ଦ୍ୱାରା ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନେ ହେଉଛନ୍ତି ଆମେରିକୀୟ ବୈଜ୍ଞାନିକ ଜେମ୍ସ୍‌ ପେବଲ୍ସ, ସୁଇସ୍‌ ବୈଜ୍ଞାନିକ ମାଇକେଲ୍‌ ମେୟର ଏବଂ ଦିଦିଆର୍‌ କ୍ସୋଲେଜ୍‌। କସମୋଲୋଜି କ୍ଷେତ୍ରରେ ଉଲ୍ଲେଖନୀୟ ଗବେଷଣା ଲାଗି ଜେମ୍ସ୍‌ ପେବଲ୍ସଙ୍କୁ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ସେହିପରି ସୌର ମଣ୍ଡଳ ଭଳି ନକ୍ଷତ୍ର ଚାରିପଟେ ଘୁରିବୁଲୁଥିବା ଏକ୍ସୋ-ପ୍ଲାନେଟ୍‌ ଉପରେ ଉଲ୍ଲେଖନୀୟ ଗବେଷଣା ଲାଗି ମାଇକେଲ୍‌ ମେୟର ଏବଂ ଦିଦିଆର୍‌ କ୍ସୋଲେଜଙ୍କୁ ନୋବେଲ ସମ୍ମାନରେ ସମ୍ମାନୀତ କରାଯିବ।


All Right Reserved By Dharitri.Com

ଶେଷରେ ମାନିଲା ପାକିସ୍ତାନ: ପୁଲଓ୍ବାମା ଆକ୍ରମଣରେ ରହିଛି ଜୈଶ୍‌ର ହାତ

ଇସଲମାବାଦ, ୨୪।୭: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦ ସଂଗଠନ ଜୈଶ-ଏ-ମହମ୍ମଦର ହାତ ଅଛି ବୋଳି ସ୍ବୀକାର କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

କରୋନା ଉପରେ ଲଗାମ ନାହିଁ

ଓ୍ବାଶିଂଟନ/ରୋମ୍‌/ପ୍ୟାରିସ୍‌, ୭ା୪ : କରୋନା ଭାଇରସ୍‌ ବେଲଗାମ୍‌ ସ୍ଥିତିରେ ପହଞ୍ଚିଛି। ବିଶ୍ୱର ୨୦୯ ଦେଶରେ ଏହି ଭୂତାଣୁ ନିଜର ଅଧିକାର ଜାହିର କରିବା ପରେ ପ୍ରାୟ...

ଆମେରିକା ଦୂତାବାସ ନିକଟରେ ୨ କ୍ଷେପଣାସ୍ତ୍ର ମାଡ଼

ବାଗଦାଦ୍‌,୨।୩: ଇରାକର ବାଗଦାଦ୍‌ଠାରେ ଥିବା ଆମେରିକା ଦୂତାବାସ ନିକଟସ୍ଥ ଗ୍ରୀନ୍‌ ଜୋନ୍‌ରେ ୨ଟି କ୍ଷେପଣାସ୍ତ୍ର ମାଡ଼ ହୋଇଛି। କ୍ଷେପଣାସ୍ତ୍ର ମାଡ଼ ହେବାପରେ ସମଗ୍ର ଅଞ୍ଚଳରେ ସୁରକ୍ଷା...

ଉଡିବାକୁ ଥିବା ବିମାନର ପଙ୍ଖା ଉପରେ ଚଢିଗଲେ ଯୁବକ

ଲାଗୋସ,୨୧।୭: ନାଇଜେରିଆ ସମାଚାର ଏଜେନ୍ସିର ସୂଚନା ଅନୁଯାୟୀ, ଶୁକ୍ରବାର ମୁର୍ତଲା ମହମ୍ମଦ ଅନ୍ତରାଷ୍ଟ୍ରୀୟ ବିମାନ ବନ୍ଦରରେ ଅଜମାନ ଏୟାର ଲାଇନ୍ସର ଏକ ବିମାନ ଉଡିବା ଲାଗି...

ସିଦ୍ଧାର୍ଥଙ୍କ ସହ ଯାହା ଘଟିଛି, ମୋ ସହ ବି ସେମିତି ହୋଇଥିଲା:ମାଲ୍ୟା

ଲଣ୍ଡନ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରଯାଇଛି। ବ୍ୟବସାୟରେ କ୍ଷତି...

ହାଇକୋର୍ଟ ପହଞ୍ଚିଲେ ନଓ୍ବାଜ୍‌

ଇସ୍‌ଲାମାବାଦ,୨୧।୫: ଭ୍ରଷ୍ଟାଚାର ମାମଲାରେ ଜେଲରେ ସଜ୍ଜା କାଟୁଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଇସ୍‌ଲାମାବାଦ ହାଇକୋର୍ଟ ପହଞ୍ଚିଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ସେ ହାଇକୋର୍ଟରେ...

କରୋନା ମାଧ୍ୟମରେ ପ୍ରକୃତି ଦେଇଛି ଆଗତ ବିପଦର ସଚେତନତା ବାର୍ତ୍ତା

ଓ୍ବାଶିଂଟନ,୩୦।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୯ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ସେହିପରି ମୃତ୍ୟୁ ସଂଖ୍ୟା...

ଶ୍ରୀଲଙ୍କାରେ ମୁହଁ ଘୋଡ଼ାଇବା ହେଲା ନିଷେଧ

କଲମ୍ବୋ,୨୯।୪: ଇଷ୍ଟର ସଣ୍ଡେ ବିସ୍ଫୋରଣ ପରେ ଶ୍ରୀଲଙ୍କାରେ ସମସ୍ତ ପ୍ରକାର ମୁହଁ ଘୋଡ଼ାଇବାକୁ ନିଷେଧ କରାଯାଇଛି। ଏହା ଦ୍ୱାରା ଲୋକଙ୍କୁ ଚିହ୍ନଟ କରିବା କଷ୍ଟକର ହେଉଥିବାରୁ...

Leave a comment

Your email address will not be published. Required fields are marked *