ମହାନଦୀ ମୁହାଣରେ ବୁଡ଼ିଲା ଟ୍ରଲର: ୩ ମତ୍ସ୍ୟଜୀବୀ ନିଖୋଜ, ୨ ଉଦ୍ଧାର

ପାରାଦୀପ,୮ା୧୦(ସ୍ବ.ପ୍ର.)- ସମୁଦ୍ରରୁ ମାଛଧରି ଫେରୁ୍‌ଥିବା ଏକ ଟ୍ରଲର ମହାନଦୀ ମୁହାଣରେ ମଙ୍ଗଳବାର ବୁଡ଼ିଯାଇଛି। ସେଥିରେ ଥିବା ୫ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଅନ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ ସେହି ମୁହାଣ ଅଞ୍ଚଳରେ ଅନ୍ୟ ମାଛଧରା ଟ୍ରଲରଗୁଡ଼ିକ ତଲାସି କରୁଛନ୍ତି। ବୁଡ଼ିଯାଇଥିବା ଟ୍ରଲର ନାମ ମା’ ଜାଡ଼ୁଆ ଏବଂ ମାଲିକଙ୍କ ନାମ ପ୍ରତାପ ବିଶ୍ୱାଳ ବୋଲି ଜଣାପଡ଼ିଛି। ନିଖୋଜ ମତ୍ସ୍ୟଜୀବୀଙ୍କ ପରିଚୟ ମିଳିପାରି ନାହିଁ। ନିଖୋଜଙ୍କୁ ଉଦ୍ଧାର ପାଇଁ ଟ୍ରଲର ମାଲିକ ସଂଘ ପକ୍ଷରୁ କୋଷ୍ଟଗାର୍ଡ ଓ ମେରାଇନ ପୋଲିସର ସହାୟତା ମଗାଯାଇଛି।


All Right Reserved By Dharitri.Com

ଶ୍ରମିକଙ୍କୁ ନିର୍ଯାତନା ଘଟଣାରେ ଫେରାର ଦଲାଲ ଗିରଫ ହେଲେ

ଦେବଗଡ଼,୧୩।୫(ଡି.ଏନ.ଏ.)-୨୦୧୯ ଜାନୁୟାରୀରେ ଜଣେ ଦଲାଲଙ୍କ ଦ୍ୱାରା ଠକେଇର ଶିକାର ହୋଇଥିବା ୧୧ ଶ୍ରମିକଙ୍କୁ ବିହାରର ଗୟା ଜିଲାରୁ ରିଆମାଳ ଥାନା ପୋଲିସ ଉଦ୍ଧାର କରିଥିଲା। ସେମାନଙ୍କୁ...

ରିଲିଫ ପାଣ୍ଠିକୁ ଦାନ କଲା ଶୀତଳଷଷ୍ଠୀ ଯାତ୍ରା କମିଟି

ସମ୍ବଲପୁର, ୧୧।୪ (ବ୍ୟୁରୋ)-ବିଶ୍ୱ ବ୍ୟାପି କରୋନା ଭୂତାଣୁ ସଂକ୍ରମଣ ହୋଇଛି । ଏହି ପରିସ୍ଥିତିରେ ମୁକାବିଲା ଲାଗି ସମ୍ବଲପୁର ବଡବଜାର ଶ୍ରୀ ଶ୍ରୀ ଶିତଳେଶ୍ୱର ବାବା...

ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌କୁ ନେଇ ପ୍ରଶ୍ନୋତ୍ତର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ପ୍ରାକୃତିକ ମନୋରମ ଫଟୋକୁ ଟୁଇଟ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସେ ଅନେକ ସ୍ଥାନ ଭ୍ରମଣ...

ନୂତନ ଶ୍ରମ ଆଇନକୁ ଆଇଏନ୍‌ଟିୟୁସିର ବିରୋଧ

ଫୁଲବାଣୀ ଅଫିସ,୨୩ା୫- କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ସାରା ଦେଶରେ ଆଇଏନ୍‌ଟିୟୁସି ପକ୍ଷରୁ ପ୍ରତିବାଦ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।...

ଖୋଲିଲା ସବୁ ଦିନିଆ ଅଭିଯୋଗ ପ୍ରକୋଷ୍ଠ

ବାରିପଦା ଅଫିସ,୭।୮- ଆୟତନ ଦୃଷ୍ଟିରୁ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ ଜିଲା। ଏହି ଜିଲାରେ ୨୬ଟି ବ୍ଲକ, ୨ଟି ମ୍ୟୁନିସିପାଲିଟି ଓ ୨ଟି ଏନଏସି ରହିଛି।...

ସରକାରଙ୍କ ନିଷ୍ପତ୍ତି: ଗ୍ରୀନ୍‌ ଜୋନ୍‌ରେ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌, ଦୁଇଗୁଣା ଭଡ଼ା ଦେବେ ଯାତ୍ରୀ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ଯାନବାହନ ଚଳାଚଳ ବନ୍ଦ ରହିଛି। ହେଲେ କଟକଣା କୋହଳ ହେବା ପରେ ରାଜ୍ୟ ସରକାର ପୁଣି ଥରେ ଯାତ୍ରୀ ପରିବହନ...

କାମରେ ଲାଗୁନି ସ୍ଲଟର ହାଉସ

କେନ୍ଦୁଝର, ୧୯ା୫ (ସ୍ବ.ପ୍ର.)-କେନ୍ଦୁଝର ସହରରେ ଏଣେତେଣେ ମାଂସ ଓ ମାଛ ଦୋକାନ ଖୋଲିଥିବାରୁ ସହରର ପରିବେଶ ପ୍ରଦୂଷିତ ହେବାକୁ ଲାଗିଛି ା ଏହାର ପ୍ରତିକାର କରିବା...

୩ ଟ୍ରେନ୍‌ରେ ଫେରିଲେ ୪୬୬୪ ପ୍ରବାସୀ

ଛତ୍ରପୁର,୧୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସମେତ ଓଡିଶାର ବିଭିନ୍ନ ଜିଲାର ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଜଗନ୍ନାଥପୁର ଷ୍ଟେଶନକୁ ଆସିବାରେ ଲାଗିଛନ୍ତିି। ଶନିବାର ମଧ୍ୟ ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଉକ୍ତ...

Leave a comment

Your email address will not be published. Required fields are marked *