ସିଝା କଦଳୀ ସ୍ବାସ୍ଥ୍ୟପାଇଁ ଭଲ

କଦଳୀ ଖାଇଲେ ଅନେକ ଲାଭ ମିଳିଥାଏ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି।  ୟୁରୋପିଆନ ଏକାଡେମୀ ଅଫ୍‌ ଆୟୁର୍ବେଦର ସୂଚନା ଅନୁଯାୟୀ, ସିଝା କଳଦୀ ରାତିରେ ଖାଇଲେ ଏହା ଶରୀରରେ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ।
-କଞ୍ଚା କଦଳୀରେ ଥିବା କ୍ୟାଲସିୟମ ହାଡ଼ ମଜଭୂତ କରିବା ସହ ଶରୀରକୁ ଶକ୍ତି ଯୋଗାଇଥାଏ।
-ଦିନେ ଦୁଇଦିନ ଏହାକୁ ଖାଇଲେ କୌଣସି ଲାଭ ମିଳି ନ ଥାଏ।
-ରାତିରେ ଯେଉଁମାନଙ୍କୁ ନିଦ ହୋଇ ନ ଥାଏ ସେମାନେ ନିୟମିତ ଭାବେ ରାତିରେ ସିଝା କଦଳୀର ପାଣି ପିଇଲେ ସୁଫଳ ମିଳିଥାଏ।
– ଚୋପାଲଗା କଦଳୀକୁ ସିଝାଇ ଏହାର ପାଣି ପିଇଲେ ଶରୀରର ଆହୁରି କିଛି ସମସ୍ୟା ଠିକ୍‌ ହୋଇଥାଏ ବୋଲି ଜଣାପଡିଛି।


All Right Reserved By Dharitri.Com

ଜଳବାୟୁ ପରିବର୍ତ୍ତନ ଓ ମାନସିକତା

ବର୍ତ୍ତମାନ ଜଳବାୟୁର ପରିବର୍ତ୍ତନ ପରିବେଶବିତ୍‌ଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଏହାର ସିଧାସଳଖ ପ୍ରଭାବ କେବଳ ମାନବ ସମାଜ ନୁହେଁ, ପଶୁପକ୍ଷୀ, ବୃକ୍ଷଲତା ଉପରେ ପଡ଼ିଥାଏ।...

ସ୍ବା ସ୍ଥ୍ୟ ସୂ ଚ ନା

ଉଷୁମ ପାଣିରେ ଏକ ଚାମଚ ମହୁ ଏବଂ ଫାଳେ ଲେମ୍ବୁ ଚିପୁଡି ପିଅନ୍ତୁ। ଏହା ଓଜନ କମାଇବାରେ ଅନେକାଂଶରେ ସହାୟକ ହୋଇଥାଏ। ସକାଳେ ବିଛଣାରୁ ଉଠିବା...

ପେଟ ସମସ୍ୟା ଦୂର କରେ ପାନମଧୁରୀ

ପାନମଧୁରୀକୁ ମାଉଥଫ୍ରେସନର୍‌ ଭାବେ ବ୍ୟବହାର କରାଯାଏ। ଏହାର ଅନେକ ଉପକାରୀ ଗୁଣ ମଧ୍ୟ ରହିଛି। ପାନ ମଧୁରୀ ଦୃଷ୍ଟିଶକ୍ତି, ହଜମ ଶକ୍ତି, କଫ ଭଳି ଶରୀରର...

ମସ୍ତିଷ୍କକୁ ଚାପମୁକ୍ତ ରଖେ ଏହି ରସ…

ସକାଳୁ ଖାଲି ପେଟରେ ଲାଉ ରସ ପିିଇଲେ  ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟରଲସ୍ତର ହ୍ରାସ ପାଏ। ମେଦବହୁଳତା କ୍ଷେତ୍ରରେ ଏହା ମହୋଷଧୀ ଭଳି କାମ...

ମାନସିକ ଅବସାଦରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ କପେ…

କଫି ଅନେକ ପୋଷକ ତତ୍ତ୍ୱରେ ଭରପୂର। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ ସକାଳୁ କପେ କଫି ପିଇଲେ ମାନସିକ ଅବସାଦ ଦୂର ହୁଏ...

ଛୋଟ ଛୋଟ କଥାକୁ ନେଇ ଅଧିକ ଚିନ୍ତା କରୁଛନ୍ତି କି? ହୋଇପାରେ ଏହସବୁ ସମସ୍ୟା…

ଅନେକ ବ୍ୟକ୍ତି ଅଛନ୍ତି ଯେଉଁମାନେ ଛୋଟ ଛୋଟ ସମସ୍ୟାକୁ ନେଇ ଅଧିକ ଚିନ୍ତିତ ହୋଇପଡନ୍ତି। ତେବେ ଏହାର ପ୍ରଭାବ ଶରୀର ଉପରେ ପଡିଥାଏ। ଏହା ବେଳେବେଳେ...

ତମ୍ବା ପାତ୍ରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ

ବର୍ତ୍ତମାନ ଲୋକେ ଯେତେ ସ୍ବାସ୍ଥ୍ୟ ସଚେତନ ହୋଇଛନ୍ତି ପୂର୍ବରୁ ତାହା ଏତେଟା ନ ଥିଲା। ଏହା ସତ ହେଲେ ଏବେ ଅଧିକାଂଶ ଲୋକେ ବିଭିନ୍ନ ରୋଗର...

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌…

ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍‌, ଫୋଲେଟ୍‌, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ତତ୍ତ୍ୱ ରହିଥାଏ। ଲେମ୍ବୁପାଣିରେ ଥିବା...

Leave a comment

Your email address will not be published. Required fields are marked *