ପୂଜା ସ୍ପେସିଆଲ ଡ୍ରାଇଭ, ୫୨ ଜୁଆଡି ଗିରଫ

ଛତ୍ରପୁର, ୮ା୧୦(ଡି.ଏନ୍‌.ଏ.)- ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ପୋଲିସ ପକ୍ଷରୁ ଜୁଆ ଖେଳବେଳେ ଚଢ଼ାଉ କରାଯାଇଛି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ ନିର୍ଦ୍ଦେଶ ଅନୁସାରେ ଦଶହରା ପୂଜାବେଳେ ଜୁଆ ଖେଳ ଉପରେ ଅଙ୍କୁଶ ଲଗାଇବା ପାଇଁ ସ୍ପେସିଆଲ ଡ୍ରାଇଭ ଗଞ୍ଜାମ ପୋଲିସ ଜିଲାରେ ଆରମ୍ଭ ହୋଇଥିଲା। ବିଭିନ୍ନ ସ୍ଥାନରେ ଚାଲିଥିବା ଜୁଆ ଖେଳ ଉପରେ ଚଢ଼ାଉ କରାଯାଇ ଏଥିରେ ସମ୍ପୃକ୍ତ ୫୨ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ଠାରୁ ୯୨ ହଜାର ୭୪୨ ଟଙ୍କା ଜବତ କରାଯାଇଥିବା ଜଣାପଡିଛି।


All Right Reserved By

ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର

ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ...

ଓଟିଇଟି ପ୍ରଶ୍ନପତ୍ରରେ ତ୍ରୁଟି ଘଟଣା: ପୁନଃ ମୂଲ୍ୟାୟନ ଅର୍ଥ କମ୍‌ ପାଇଁ ଦାବି

କଟକ ଅଫିସ, ୧୨।୧୦: ପ୍ରଶ୍ନପତ୍ର ତ୍ରୁଟି ଲାଗି ୨୦୧୮ରେ ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି)କୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବାତିଲ କରି ଦିଆଯାଇଥିଲା। ସେହିପରି...

ପାଇଖାନା ନିର୍ମାଣ ଅର୍ଥ ଆଣିବାକୁ ଯାଇଥିଲେ : ଦିବ୍ୟାଙ୍ଗଙ୍କୁ ଧକ୍କା ମାରିଲେ ବିଡିଓ

ସେମିଳିଗୁଡ଼ା, ୨୧।୬(ସ୍ବ.ପ୍ର.) : ପାଇଖାନା ନିର୍ମାଣ ଅର୍ଥ ଆଣିବା ପାଇଁ କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଳକ କାର୍ଯ୍ୟାଳୟକୁ ଯାଇଥିବା ଜଣେ ଦିବ୍ୟାଙ୍ଗଙ୍କୁ ସ୍ଥାନୀୟ ବିଡିଓ ଅସଭ୍ୟ...

ଖାରିଗୁଡ଼ାରେ ଅଗ୍ନିକାଣ୍ଡ, ୮ବଖରା ଜଳିଗଲା

ଭଞ୍ଜନଗର,୨୧।୯(ଡି.ଏନ.ଏ): ଭଞ୍ଜନଗର ତହସିଲ ଅନ୍ତର୍ଗତ ଖାରିଗୁଡ଼ାରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଗଙ୍ଗାଧର ନାୟକ, ସୁଗ୍ରୀବ ନାୟକ, ବାଳି ନାୟକ, ଶୈଳ ନାୟକଙ୍କ...

ରାଜଧାନୀରେ ଭିକାରିଙ୍କୁ ହତ୍ୟା, ୨ ବସ୍‌ ପୋଡ଼ି ଘଟଣା : ୨ବର୍ଷ ପରେ ବି ଅଭିଯୁକ୍ତଙ୍କୁ ପାଇନି ପୋଲିସ

କଟକ ରୋଡ,୧ା୭(ଡି.ଏନ୍‌.ଏ.) : ରାଜଧାନୀରେ ବଡଗଡ଼ ଥାନା ଅଞ୍ଚଳରେ ୨ବର୍ଷ ପୂର୍ବରୁ ଘଟିଥିବା ଅନେକ ଚର୍ଚ୍ଚିତ ୨ ପ୍ରମୁଖ ଅପରାଧ ଘଟଣାର ପୋଲିସ ଏଯାବତ ସୁରାକ...

‘ବରିଷ୍ଠ ନାଗରିକଙ୍କ ଅଭିଜ୍ଞତାକୁ ବ୍ୟବହାର କରନ୍ତୁ ସରକାର’

ବ୍ରହ୍ମପୁର ଅଫିସ,୨୮ା୭: ଗଞ୍ଜାମ ଜିଲା ବିଜୁ ପଟ୍ଟନାୟକ ସିନିୟର୍‌ ସିଟିଜେନସ ଫୋରମର ୧୫ତମ ତ୍ରୟବାର୍ଷିକ ସମ୍ମିଳନୀ ସ୍ଥାନୀୟ ବିଜୁ ପଟ୍ଟନାୟକ ସଂସ୍କୃତି ଭବନଠାରେ ରବିବାର ଅନୁଷ୍ଠିତ...

ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ ଶୁଭସ୍ମିତା

କେନ୍ଦ୍ରାପଡ଼ା ଅଫିସ,୧୯ା୯: ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ପ୍ରୋଜେକ୍ଟ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ...

ନୀଳଗିରିକୁ ଚାଲିବ ପାସେଞ୍ଜର ଟ୍ରେନ୍‌, ରେଳ ଅଧିକାରୀଙ୍କ ସର୍ଭେ ଆରମ୍ଭ

ସଜନାଗଡ଼, ୬।୯(ଡି.ଏନ.ଏ.)-ନୀଳଗିରିକୁ ପାସେଞ୍ଜର ଟ୍ରେନ୍‌ ଚଳାଚଳ ଲାଗି ବାରମ୍ବାର ଦାବି ହୋଇଆସୁଥିଲା। କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *