ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୩୪ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୯ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୩୪ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୨୦୩୬୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୨୫୪୯୮ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By

କେନ୍ଦୁପତ୍ର ବୋଝେଇ ଅଟୋ ଜବତ, ଜଣେ ଗିରଫ

ଛେଣ୍ଡିପଦା,୮।୬(ସ୍ବ.ପ୍ର)-ଛେଣ୍ଡିପଦା ବନାଞ୍ଚଳ ବ୍ରାହ୍ମଣବିଲ ଛକ ନିକଟରୁ ଶନିବାର ବନବିଭାଗ ଏକ କେନ୍ଦୁପତ୍ର ବୋଝେଇ ଅଟୋ ଜବତ କରିଛି। ଏହି ଘଟଣାରେ ଛେଣ୍ଡିପଦା ଥାନା କୋଶଳା ଶିମିଳିସାହିର...

ମାଟ୍ରିକ ପରୀକ୍ଷାରେ ୫୦%ରୁ କମ୍‌ ସଫଳତା

ଅନୁଗୋଳ ଅଫିସ, ୧୧।୬ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ୨୦୧୯ରେ ଅନୁଷ୍ଠିତ ମାଟ୍ରିକ ପରୀକ୍ଷାରେ ୫୦ ପ୍ରତିଶତରୁ କମ୍‌ ସଫଳତା ପାଇଥିବା ବିଦ୍ୟାଳୟଗୁଡିକୁ ସ୍କୁଲ ଓ...

ଅନୁଗୋଳ ବନଖଣ୍ଡର ଅଭିନବ ପଦକ୍ଷେପ : ଗଜ ଉପଦ୍ରବ ରୋକିବେ ‘ଗଜବନ୍ଧୁ’

ଅନୁଗୋଳ ଅଫିସ, ୨୨।୬ – ଅନେକ ସମୟରେ ଗଁ। ରେ ପଶି ମଣିଷ ମାରୁଛି ହାତୀ। ଦଳି ଚକଟି ନଷ୍ଟ କରୁଛି ହେକ୍ଟର ହେକ୍ଟର ଫସଲ।...

ଯୁବକଙ୍କୁ ଗଳାକାଟି ହତ୍ୟା

କାମାକ୍ଷାନଗର, ୯।୬(ଡି.ଏନ.ଏ.) – ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ା ଥାନା ପଥରକଟା ଗ୍ରାମର ସର୍ବେଶ୍ୱର ମହନ୍ତ (୨୯)ଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ବାଲିକୁମା ସନ୍ଦା ଜଙ୍ଗଲରୁ...

ଜେଇଙ୍କୁ ଦୁର୍ବ୍ୟବହାର ମାମଲା: ବିଧାୟକଙ୍କ ଗିରଫ ଦାବି

ଢେଙ୍କାନାଳ ଅଫିସ, ୧୨।୬- କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ବଲାଙ୍ଗୀର ଜିଲା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଦୁର୍ବ୍ୟବହାର ଏବଂ ସର୍ବସମ୍ମୁଖରେ ବସ୍‌ଉଠ କରାଇବା ଘଟଣାକୁ...

ଦର୍ଶକଙ୍କ ମନ ମୋହିଲା କଳାହାଣ୍ଡି ଘୁମୁରା ନୃତ୍ୟ

ତାଳଚେର,୨୫ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ପୁରୀର ସ୍ବାମୀ ଅଖଣ୍ଡରାଜ ମହାରାଜ ଯୋଗ...

କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ସ୍କୁଲ ଶ୍ରେଣୀଗୃହ ନିର୍ମାଣ ହେଉନି: ବାରଣ୍ଡାରେ ଚାଲିଛି ପାଠପଢ଼ା

ବଇଣ୍ଡା,୧୦।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ ହେଉନାହିଁ। ଫଳରେ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ...

ସ୍ତ୍ରୀଙ୍କୁ ନେଇଗଲେ ବାପଘର ଲୋକେ: ସ୍ବାମୀ ଥାନାର ଦ୍ୱାରସ୍ଥ

ଅନୁଗୋଳ ଅଫିସ, ୧୩।୭ – ଅନୁଗୋଳ ଜିଲା କଲିୟରୀ ଥାନା ଅଞ୍ଚଳର ରବି ବିଶ୍ୱାଳଙ୍କ ସ୍ତ୍ରୀଙ୍କୁ ବାପଘର ଲୋକେ ଜବରଦସ୍ତ ନେଇଯାଇଥିବା ରବି ଥାନାରେ ଅଭିଯୋଗ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *