୬୨ତମ ସାର୍ବଜନୀନ ଦୁର୍ଗାପୂଜା: କେସିଙ୍ଗାରେ ରାବଣ ପୋଡ଼ି ଉତ୍ସବ

କେସିଙ୍ଗା, ୮।୧୦(ଡି.ଏନ୍‌.ଏ.): କେସିଙ୍ଗା ସହରସ୍ଥିତ ଦୁର୍ଗାପୂଜା ମଣ୍ଡପରେ ଗତ ୨୯ ତାରିଖରୁ ଆରମ୍ଭ ହୋଇଥିବା ୬୨ତମ ସାର୍ବଜନୀନ ଦୁର୍ଗାପୂଜା ମଙ୍ଗଳବାର ସମ୍ପୂର୍ଣ୍ଣ ହୋଇଛି। ଏହି ଉପଲକ୍ଷେ ରାବଣପୋଡ଼ି ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହାବ୍ୟତିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ପ୍ରତିବର୍ଷ କେସିଙ୍ଗା ସହରରେ ୧୧ ଦିନ ଧରି ଦୁର୍ଗାପୂଜା ପାଳିତ ହୋଇଥାଏ। ଚଳିତବର୍ଷ ପୂଜା ଅବସରରେ ସହର ମଧ୍ୟରେ ଥିବା ଜାତୀୟ ରାଜପଥ ୨୬ରୁ ଦୁର୍ଗା ମଣ୍ଡପ ଯାଏ ଆଲୋକମାଳାରେ ସଜ୍ଜିତ କରାଯାଇଥିଲା। ପୂଜା କମିଟିର ସଭାପତି ରାମ କୁମାର ଜୈନ, ଉପସଭାପତି ରମେଶ ପଟ୍ଟନାୟକ ପ୍ରମୁଖ କର୍ମକର୍ତ୍ତାଙ୍କ ସହଯୋଗରେ ଏହି ପୂଜା ସୂଚାରୁରୂପେ ସମ୍ପର୍ଣ୍ଣ ହୋଇଛି।


All Right Reserved By Dharitri.Com

ପାଣିରେ ପଡ଼ି ବୃଦ୍ଧ ମୃତ

ଭଣ୍ଡାରିପୋଖରୀ, ୯।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନେରଡ଼ା ପଞ୍ଚାୟତ ମିଟୁଆଣି ଗ୍ରାମର ଜନୈକ ବୃଦ୍ଧ ଶୌଚ ହେବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି...

ଦୁର୍ଗାଙ୍କ ପାର୍ଶ୍ୱ ମୂର୍ତ୍ତି ଚୋରି

କୋରୁକୋଣ୍ଡା, ୭।୧୦(ଡି.ଏନ୍‌.ଏ.)-ଓର୍‌କେଲ ଥାନା ଅଧୀନ ପର୍କନମାଳା ପଞ୍ଚାୟତ ସୁନାନଗର ଘାଟିସ୍ଥିତ ଦୁର୍ଗା ମନ୍ଦିରରୁ ମା’ଙ୍କ ପାର୍ଶ୍ୱ ଦେବୀଙ୍କ ମୂର୍ତ୍ତି ଚୋରି ହୋଇଛି। ସୋମବାର ସକାଳୁ ପୂଜାରୀ...

ଏସ୍‌ସିବିକୁ ସ୍ବୟଂଶାସିତ ମାନ୍ୟତା ଦାବି: ଲିଖିତ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

କଟକ ଅଫିସ, ୧୬।୧୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ସ୍ବୟଂଶାସିତ ମହାବିଦ୍ୟାଳୟ ଏବଂ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବିରେ ସ୍ନାତକ ଛାତ୍ରୀଛାତ୍ରଙ୍କ...

ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ:ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବନ୍ତଳା, ୧୪।୧(ଡି.ଏନ.ଏ.) ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼ତରାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ତାଲା ପକାଇ ଆନ୍ଦୋଳନ କରାଯାଇଛି।...

ବରଗଡ଼ ଉପନିର୍ବାଚନ LIVE UPDATES: ୧୮ ରାଉଣ୍ଡ ସୁଦ୍ଧା ୮୭,୩୭୩ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଗଣତି ଜାରି ରହିଛି। ୧୮ ରାଉଣ୍ଡ ସୁଦ୍ଧା ବିଜେଡିକୁ ୧,୨୦,୯୮୪ ଭୋଟ ମିଳିଥିବା...

ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ବିପଦ

ରୂପ୍‌ସା, ୧୨।୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଉଥିବା ବେଳେ ବିଭିନ୍ନ ସ୍ଥାନରେ ସୁରକ୍ଷିତ ଶ୍ରେଣୀଗୃହ ଅଭାବ...

ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ୨୦୧୯-୨୦: ଗ୍ରାମପଞ୍ଚାୟତସ୍ତରୀୟ ତାଲିମ, ଅଭିଯାନ କାର୍ଯ୍ୟକ୍ରମ

କେସିଙ୍ଗା,୨୫।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କୃଷି ଓ କୃଷକ ସଶକ୍ତି ବିଭାଗ ପକ୍ଷରୁ କୀଟନାଶକ ନିରାପଦ ବ୍ୟବହାର ଓ ଗ୍ରାମପଞ୍ଚାୟତସ୍ତରୀୟ ତାଲିମ ଓ ଅଭିଯାନ କାର୍ଯ୍ୟକ୍ରମ ଲଇତରା...

କୁଜଙ୍ଗ ବଳାତ୍କାର ଘଟଣା: ୧୮ ସୁଦ୍ଧା ଅଭିଯୁକ୍ତ ଗିରଫ ନ ହେଲେ ରେଳରୋକୋ କରିବ ଭାଜପା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ...

Leave a comment

Your email address will not be published. Required fields are marked *