ବାର୍ଷିକ ଦଶହରା କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ତାଳଚେର, ୮।୧୦(ନି.ପ୍ର.)-ତାଳଚେର କିଶୋର କ୍ଲବର ୫୪ତମ ବାର୍ଷିକ ଦଶହରା କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଏମ୍‌ପି ମହେଶ ସାହୁ, ସମ୍ମାନିତ ଅତିଥି ବ୍ଲକ ଅଧ୍ୟକ୍ଷ ବୃନ୍ଦାବନ ବେହେରା ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ଉପଲକ୍ଷେ ଏକ ମଶାଲ ଶୋଭାଯାତ୍ରା ସ୍ଥାନୀୟ କାଳୀମନ୍ଦିର ନିକଟରୁ ବାହାରି ସହର ପରିକ୍ରମା କରିବା ପରେ ଷ୍ଟାଡିୟମରେ ପହଞ୍ଚତ୍ଥିଲା। କାର୍ଯ୍ୟକାରୀ ସଭାପତି ପେସ୍କାର ଗଡ଼ନାୟକ, ଧୀରେନ ଶତପଥୀ, ସମ୍ପାଦକ ଦୀପକ ଥମ୍ବ, ଶରତ ଚନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By

ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ: ମନ୍ଥର ଗତି ନେଇ ମନ୍ତ୍ରୀଙ୍କୁ ଫେରାଦ

ବନ୍ତଳା,୨୯ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳର ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ କାର୍ଯ୍ୟରେ ପ୍ରଶାସନିକ ମନ୍ଥରତା ଦେଖାଦେଇଥିବା ଅଭିଯୋଗ କରିଛି ହିଡିସିଙ୍ଗ...

ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ବାଳିକା ବିଭାଗରେ ଦେସ୍ନା, ବାଳକରେ ଆୟୁଷ ଫାଇନାଲକୁ ପ୍ରବେଶ

ବଅଁରପାଳ,୧୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୟୁନାଇଟେଡ ବ୍ୟାଡମିଣ୍ଟନ ଆସୋସିଏଶନ ପକ୍ଷରୁ ନାଲ୍‌କୋ ବ୍ୟାଡମିଣ୍ଟନ ହଲ୍‌ରେ ଆଯୋଜିତ ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଶନିବାର ଫାଇନାଲ ଦିବସ। ତେବେ ଏଥିରେ...

ସମ୍ବଲପୁର ଏମ୍‌ପିଙ୍କ ଛେଣ୍ଡିପଦା ଅଞ୍ଚଳ ଗସ୍ତ

ଛେଣ୍ଡିପଦା,୧୮।୮(ସ୍ବ.ପ୍ର)-ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀକୁ ରବିବାର ସମ୍ବଲପୁର ଏମପି ନିତେଶ ଗଙ୍ଗଦେବ ଗସ୍ତ କରିଛନ୍ତି। ପ୍ରଥମେ ସେ ଛେଣ୍ଡିପଦା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ଦଳୀୟ...

ବ୍ୟାପୁଛି ଭୂତାଣୁ ଜନିତ ରୋଗ: ହଜାରେରୁ ଅଧିକ ଗୋରୁ ଆକ୍ରାନ୍ତ

ବନ୍ତଳା, ୧୫ା୯(ଡି.ଏନ.ଏ.) – ଅନୁଗୋଳ ବ୍ଲକର ବିଭିନ୍ନ ଗ୍ରାମରେ ବ୍ୟାପୁଛି ଭୂତାଣୁଜନିତ ରୋଗ। ଏହି ରୋଗରେ ଅଞ୍ଚଳର ବହୁ ଗୋରୁ ଆକ୍ରାନ୍ତ ହେଉଥିବାରୁ ଚାଷୀମାନେ ଚିନ୍ତାରେ...

ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି

ବଅଁରପାଳ,୫।୧୦(ଡି.ଏନ.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ଦିହସାହିର ଧୁଳିଆ ଗୋଚ୍ଛାୟତଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ଘରର ଝରକା...

ଜିଲାରେ ସ୍ବାସ୍ଥ୍ୟସେବା ଅନୁଧ୍ୟାନ କଲେ ୫ ଜଣିଆ ଟିମ୍‌

ଅନୁଗୋଳ ଅଫିସ, ୨୩।୮-ଜାତୀୟ ସ୍ବାସ୍ଥ୍ୟ ମିଶନର ଏକ ୫ ଜଣିଆ ଟିମ୍‌ ଗୁରୁବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଜିଲାର ଅନ୍ୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର...

‘ସୁସ୍ଥ ଓଡ଼ିଶା’କୁ ନେଇ ସୁଖୀ ନୁହନ୍ତି ପରଦେଶୀ: ମୁନାଙ୍କ ଅପରେଶନ ପାଇଁ ଖୋଜୁଛନ୍ତି ଦରଦୀ ମନ

ବନ୍ତଳା,୩୦ା୮-ମୂଲିଆ ମଣିଷକୁ ତେଲ ଲୁଣର ସଂସାର। ନିଜସ୍ବ ଘର ଢିହ ବୋଲି କିଛି ନାହିଁ। ସରକାରୀ ଜାଗାରେ କରିଥିବା ଚାଳିଆ ଖଣ୍ଡେ ହିଁ ପରିବାରର ସମ୍ବଳ।...

ସର୍ଭେରେ ସୀମିତ ଧଉରାଗୋଠ ଜଳସେଚନ ପ୍ରକଳ୍ପ : ପାଣିକୁ ଅନାଇଛନ୍ତି ୨୨ ଗ୍ରାମର ବାସିନ୍ଦା

ଆଠମଲ୍ଲିକ,୨୭।୭(ଡି.ଏନ.ଏ.)- ପ୍ରକଳ୍ପ ହେବ। ଜମିକୁ ମାଡ଼ିବ ପାଣି। ଫଳିବ ସୁନାର ଫସଲ। ଏହି ଆଶାରେ ଦୀର୍ଘ ୩୬ ବର୍ଷ ହେଲା ଅପେକ୍ଷା କରିଛନ୍ତି ଆଠମଲ୍ଲିକ ଉପଖଣ୍ଡ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *