Posted inଜାତୀୟ

ଭାଙ୍ଗିଲା ଶହେ ବର୍ଷର ପରମ୍ପରା: ଯମୁନାରେ ହେଲାନାହିଁ ଦୁର୍ଗାଙ୍କ ବିସର୍ଜନ

ନୂଆଦିଲ୍ଲୀ,୯।୧୦: ଦୂର୍ଗାପୂଜାକୁ ନେଇ ଏଥର ଇତିହାସ ରଚିଛି ରାଜଧାନୀ ଦିଲ୍ଲୀ। ଶହେ ବର୍ଷର ପରମ୍ପରାକୁ ଭାଙ୍ଗିଛି। ପ୍ରଦୂଷଣକୁ ରୋକିବା ପାଇଁ କୌଣସି ମୂର୍ତ୍ତିକୁ ଯମୁନାରେ ବିସର୍ଜନ ହେବାକୁ ଦିଆଯାଇନାହିଁ। ଏହାର ପ୍ରତିଟି ଘାଟରେ ପୋଲିସ ଜଗି ରହିବା ସହ ସେଠାକୁ ବିସର୍ଜନ ପାଇଁ ଯାଉଥିବା ମେଢଗୁଡିକୁ ଫେରାଇ ଦେଇଥିବା ଜଣାପଡିଛି। ଫଳରେ ଏମାନେ ଦିଲ୍ଲୀ ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଅସ୍ଥାୟୀ ପୋଖରୀରେ ମୁର୍ତ୍ତିଗୁଡିକୁ ବିସର୍ଜନ କରିଛନ୍ତି।


All Right Reserved By Dharitri.Com

ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ କେନ୍ଦ୍ରୀୟ ବଜେଟରେ ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ...

୬୦ ବର୍ଷ ବୟସରେ ବିବାହ କଲେ କଂଗ୍ରେସ ନେତା ମୁକୁଲ

ନୂଆଦିଲ୍ଲୀ,୯।୩: ରାଜସ୍ଥାନର କଂଗ୍ରେସ ମହାସଚିବ ମୁକୁଲ ଓ୍ବାସନିକ ୬୦ ବର୍ଷ ବୟସରେ ବିବାହ କରି ଆସିଛନ୍ତି ଚର୍ଚ୍ଚାକୁ। ବିଶେଷ ସୂତ୍ରରୁ ମିଳିଥିବା ଏକ ସୂଚନା ଅନୁଯାୟୀ...

ଗାଈ ଯୋଗୁ ନିଃଶ୍ୱାସ ପ୍ରଶ୍ୱାସ ଜନିତ ରୋଗ ଭଲ ହୁଏ: ତ୍ରିବେନ୍ଦ୍ର ସିଂ ରାଓ୍ବତ

ଡେରାଡୁନ୍‌, ୨୬।୭: ବିଶ୍ୱରେ ଗାଈ ଏକମାତ୍ର ଜୀବ, ଯେ କି ଅମ୍ଳଜାନ ନେଇ ଅମ୍ଳଜାନ ଛାଡେ। ଗାଈକୁ କିଛି ସମୟ ଆଉଁସିଲେ ନିଃଶ୍ୱାସ ପ୍ରଶ୍ୱାସ ଜନିତ...

ଏନ୍‌ଆର୍‌ସି ଚୁଡାନ୍ତ ତାଲିକାରେ ନାଁ ନ ଥିବାରୁ ଜୀବନ ହାରିଲେ ମହିଳା

ଗୁଆହାଟି,୧।୯: ଆସାମର ସୋନିତପୁର ଜିଲାରେ ଜଣେ ମହିଳାଙ୍କ ନାଁ ରାଷ୍ଟ୍ରୀୟ ନାଗରିକ ପଞ୍ଜୀକରଣ (ଏନ୍‌ଆର୍‌ସି) ଚୁଡାନ୍ତ ତାଲିକାରେ ନ ଥିବାରୁ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି।...

ଦୁଇ ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ୩ ମୃତ

ସିଙ୍ଗ୍ରାଉଲି,୨ା୩(ପି.ଟି.): ମଧ୍ୟପ୍ରଦେଶର ସିଙ୍ଗ୍ରାଉଲି ଜିଲାରେ ରବିବାର ଭୋର ସମୟରେ ଦୁଇଟି ମାଲ୍‌ବାହୀ ଟ୍ରେନ୍‌ ମଧ୍ୟରେ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଆମ୍‌ଲୋରି ଖଣିରୁ...

ପିଆଜ ମାଳ ପିନ୍ଧି ସଂସଦରେ ପହଞ୍ଚିଲେ ୨ ଏଏପି ଏମ୍‌ପି

ନୂଆଦିଲ୍ଲୀ,୩।୧୨: ପିଆଜ ଦାମ ବଢ଼ିଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାର ଅସଫଳ ରହିଥିବା ପ୍ରତିବାଦ କରି ୨ ଜଣ ଏଏପି ଏମ୍‌ପି ସଂସଦରେ ପିଆଜ...

ରମଣ ସିଂ ଡାକ୍ତରଖାନାରେ ଭର୍ତ୍ତି

ରାୟପୁର, ୨୪।୭: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ରମଣ ସିଂଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗୁରୁଗ୍ରାମର ଏକ...

ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ସଭା: ୩୭୦କୁ ନେଇ ବିରୋଧୀଙ୍କୁ ଚ୍ୟାଲେଞ୍ଜ

ଜଲଗାଓଁ,୧୪ା୧୦(ପି.ଟି.): ବିରୋଧୀ ଦଳଗୁଡ଼ିକର ସାହସ ଥିଲେ ସେମାନେ ନିଜ ନିର୍ବାଚନୀ ଇସ୍ତାହାରରେ ୩୭୦ ଅନୁଚ୍ଛେଦ ଫେରାଇ ଆଣିବା ପାଇଁ ଘୋଷଣା କରନ୍ତୁ। ମହାରାଷ୍ଟ୍ରର ଜଲଗାଓଁରେ ରବିବାର...

Leave a comment

Your email address will not be published. Required fields are marked *