ରାଜ୍ୟରେ ଖୁବ ଶୀଘ୍ର ପ୍ରକାଶ ପାଇବ ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ, ଘୋଷଣା କଲେ ସରକାର

ଭୁବନେଶ୍ୱର,୨୧।୧୨: ରାଜ୍ୟରେ ଖୁବ ଶୀଘ୍ର ପ୍ରକାଶ ପାଇବାକୁ ଯାଉଛି ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାରମ୍ଭିକ ପଦ୍ଧତି ଆରମ୍ଭ ହୋଇଛି। ୨୩ ଗୋଟି ଭିନ୍ନ ଭିନ୍ନ ବିଷୟ ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାନଙ୍କରେ ଏହି ନିଯୁକ୍ତି ଦିଆଯିବ।

ପୂର୍ବରୁ ୫୦ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟରୁ ଉନ୍ନୀତ ହୋଇଥିବା ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ନିଯୁକ୍ତି କରାଯିବ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଏହି ଚୟନ ଶେଷ ହେବା ପରେ ଉଚ୍ଚ ଶିକ୍ଷା ବିଭାଗରୁ ଆସି ଶିକ୍ଷାଦାନ କରୁଥିବା ଅତିଥି ଅଧ୍ୟାପକମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗକୁ ଫେରାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri