ହିନ୍ଦୁ ଦେବଦେବୀଙ୍କ ଫଟୋ ପୋଡ଼ିବା ଘଟଣା: ରାଷ୍ଟ୍ରୀୟ ସୁରକ୍ଷା ମଞ୍ଚ ପକ୍ଷରୁ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଦାବିପତ୍ର

ରାୟଗଡ଼ା ଅଫିସ, ୯।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ପାଞ୍ଚାଳୀ ଗ୍ରାମରେ ବିଭିନ୍ନ ହିନ୍ଦୁ ଦେବଦେବୀଙ୍କର ଫଟୋ ପୋଡିବା ସହ ଏହାକୁ ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ଯୁବକ ଗିରଫ ହୋଇଥିଲେ । ଅଭିଯୁକ୍ତ ଏହି ଗ୍ରାମର କିଛି ଯୁବକଙ୍କୁ ନେଇ ହିନ୍ଦୁ ଦେବଦେବୀଙ୍କର ଫଟୋ ପୋଡିବା ସହ ଏହାର ଏକ ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଏହାକୁ ନେଇ ସାରା ଜିଲାରେ ଅସନ୍ତୋଷ ଦେଖାଦେଇଥିଲା। ମଙ୍ଗଳବାର ଏହି ଘଟଣାରେ ରାୟଗଡ଼ା ପୋଲିସ ଏକ ମାମଲା (ନଂ ୩୪୫/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଘଟଣାରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଖୋଜୁଥିବା ବେଳେ ବୁଧବାର ରାଷ୍ଟ୍ରୀୟ ସୁରକ୍ଷା ମଞ୍ଚ ପକ୍ଷରୁ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଏକ ଦାବିପତ୍ର ଦିଆଯାଇଛି। ମଞ୍ଚର ଆବାହକ ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହି ଦାବିପତ୍ର ଦିଆଯାଇଛି।


All Right Reserved By Dharitri.Com

ନୂଆପଡ଼ାରେ ଢୋଲକିଆ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୨୦୧୫୪ ଭୋଟ...

ନଳକୂଅରୁ ବାହାରୁଛି ପୋକ, ଜୋକ

ଝୁମ୍ପୁରା, ୧୭।୧୦ (ଡି.ଏନ.ଏ.)-ନଳକୂଅର ହ୍ୟାଣ୍ଡେଲ ହଲାଇଲେ ପାଣି ସହିତ ବାହାରି ଆସୁଛନ୍ତି ପୋକ ଜୋକ। ଏହା ଦେଖି ୱାର୍ଡ ବସିନ୍ଦା ଉକ୍ତ ନଳକୂପରୁ ପାଣି ପିଇବା...

ମାଟ୍ରିକ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଛାତ୍ରଙ୍କ ଆତ୍ମହତ୍ୟା

ବସ୍ତା, ୨୧।୫(ସ୍ବ.ପ୍ର.)-ମଙ୍ଗଳବାର ପ୍ରକାଶ ପାଇଛି ଚଳିତବର୍ଷର ମାଟ୍ରିକ ପରୀକ୍ଷାଫଳ। ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇ ବାଲେଶ୍ୱର ଜିଲା ବସ୍ତା ଥାନା ପଣ୍ଡରୁଙ୍ଗି ଗ୍ରାମର ଜଣେ ଦଶମ ଶ୍ରେଣୀର...

ଧାନ ଅଭାବୀ ବିକ୍ରି: ପୁଣି ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧୭।୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ବିକ୍ରି ସମସ୍ୟା ସମାଧାନ ନ ହେବାରୁ ପୁଣି ଚାଷୀମାନେ ମଙ୍ଗଳବାର ରାଜରାସ୍ତାକୁ ଓହ୍ଲାଇଛନ୍ତି । ସକାଳେ ଶତାଧିକ ଚାଷୀ ଅଇଁଠାପାଲି...

ପର୍ଯ୍ୟଟନ କ୍ଷେତ୍ର କୁପାରୀକୁ ପ୍ରଦୂଷଣମୁକ୍ତ ଲାଗି ପ୍ରୟାସ :  ଅଣ୍ଟା ଭିଡିଲେ ବିଭିନ୍ନ ସଙ୍ଗଠନ

ଖଇରା, ୧୧।୮(ଡି.ଏନ.ଏ.)-୧୯୯୯ ମସିହାରୁ କୁପାରୀକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ମାନ୍ୟତା ମିଳିଛି ସତ, ହେଲେ ସେଭଳି କିଛି ଆଖିଦୃଶିଆ ପ୍ରଗତି ହୋଇପାରିନାହିଁ ା ଏଭଳିକି ସାଂସ୍କୃତିକ...

ଭଡ଼ା ବୃଦ୍ଧି ନିଷ୍ପତ୍ତି ପୁନର୍ବିଚାର ଦାବିରେ ଧାରଣା

ତାଳଚେର,୩୦ା୧୦(ନି.ପ୍ର.)-ତାଳଚେର ପୌର ପରିଷଦ ପକ୍ଷରୁ ଆବଣ୍ଟିତ ହୋଇଥିବା ଦୋକାନ ଘର ଗୁଡ଼ିକରେ ବ୍ୟବସାୟ କରୁଥିବା ଦୋକାନୀଙ୍କ ଭଡ଼ା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର କରାଯିବା ଦାବିରେ ମଙ୍ଗଳବାର...

ଦରକାରୀ କାଗଜପତର ଦାଖଲକରି ହତାଶ: ଭତାରୁ ବହୁତ୍‌ ଦୂରେ ହକ୍‌ଦାର ହିତାଧିକାରୀ

ଲାଠୋର, ୧୦ା୬ (ଡି.ଏନ୍‌.ଏ):  ସରକାର ୬୦ ବଛର୍‌ରୁ ଅଧ୍‌କା ବଏସ୍‌ର ବୁଢ଼ାବୁଢ଼ିମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ ଅଧ୍‌କା...

ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲର ଦୀକ୍ଷାନ୍ତ ସମାରୋହ: କନଷ୍ଟେବଳ ପୋଲିସର ମେରୁଦଣ୍ଡ

ନୟାଗଡ଼ ଅଫିସ,୨୮।୯: ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ (ପିଟିଏସ୍‌)ର ଦୀକ୍ଷାନ୍ତ ସମାରୋହ-୨୦୧୯ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଏସ୍‌ପି ତଥା ଟ୍ରେନିଂ ସ୍କୁଲର ଅଧ୍ୟକ୍ଷ ଶଶିଭୂଷଣ...

Leave a comment

Your email address will not be published. Required fields are marked *