ଏଫ୍‌ଏମ୍‌ରେ ସଚେତନତା ବାର୍ତ୍ତା ଦେଲେ ଟ୍ରାଫିକ୍‌ ଡିସିପି

ଭୁବନେଶ୍ୱର.୯।୧୦(ବ୍ୟୁରୋ): ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜା ଶେଷ ହୋଇଛି। ବୁଧବାର ଧରାପୃଷ୍ଠରୁ ମା’ଙ୍କୁ ବିଦାୟ ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ଭସାଣି ଯାତ୍ରା ବହୁ ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହୋଇଛି। ଏହି ଉତ୍ସବ ପାଇଁ ଯାତାୟାତରେ କିଛିଟା ପରିବର୍ତ୍ତନ କରାଯାଇଛି। ଭସାଣି ସମୟରେ ଯେପରି ଲୋକଙ୍କୁ ଗମନାଗମନରେ ବାଧା ସୃଷ୍ଟି ନ ହୁଏ, ସେଥିପାଇଁ ଟ୍ରାଫିକ୍‌ ଡିସିପି ସାଗରିକା ନାଥ ଏଫ୍‌ଏମ୍‌ ରେଡିଓ ମାଧ୍ୟମରେ ଲୋକଙ୍କୁ ସଚେତନ କରିବା ସହ ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ନିର୍ଦ୍ଦେଶାନୁସାରେ ସହିଦ ନଗର ରୁପାଲୀ ଛକ, ନୟାପଲ୍ଲୀ ଓ ଚନ୍ଦ୍ରଶେଖରପୁରଠାରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ବାଣୀବିହାରରୁ ରୁପାଲୀ ଅଭିମୁଖେ ଯାଉଥିବା ସମସ୍ତ ଯାନବାହନ ଆଚାର୍ଯ୍ୟ ବିହାର ରାସ୍ତା ଦେଇ ଏଜି ସ୍କୋୟାର ମାର୍ଗରେ ଯିବେ। ସେହିପରି ନୟାପଲ୍ଲୀରୁ ସିଆରପି ମଧ୍ୟ ଦେଇ ଯିବାକୁ ଚାହୁଁଥିବା ଲୋକେ ଜୟଦେବ ବିହାରରୁ ଡାହାଣକୁ ଯାଇ ବିଜୁ ପଟ୍ଟନାୟକ କଲେଜ ଦେଇ ଏକାମ୍ର ପାର୍କ ରାସ୍ତାରେ ଯାଇ ସିଆରପିରେ ବାହାରିବେ।


All Right Reserved By

ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ୬୦ ଲକ୍ଷ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ, ବରମୁଣ୍ଡା ବସ୍‌ଷ୍ଟାଣ୍ଡର ହେବ ନବୀକରଣ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବହ୍ନରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ...

ନିଶାଦ୍ରବ୍ୟ ଚାଲାଣର ସୁରକ୍ଷିତ ମାଧ୍ୟମ: ନାଇଟ୍‌ କୋଚ୍‌ ବସ୍‌, ଲେଡି ଏଜେଣ୍ଟ

ବେଆଇନ ନିଶା କାରବାରର ପେଣ୍ଠସ୍ଥଳ ପାଲଟିଗଲାଣି ଓଡ଼ିଶା। ବ୍ରାଉନସୁଗାର, ହିରୋଇନ୍‌, ଚରସ ଆଦି ନିଶାଦ୍ରବ୍ୟ ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସୁଥିବାବେଳେ ଏଠାରୁ ଗଞ୍ଜେଇ ଓ ଅଫିମ...

ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍‌ରୁ ଉଠୁନାହାନ୍ତି। ମୁଁ...

ଧରିତ୍ରୀ ପ୍ରଭାବ: ଫନୀ ପ୍ରଭାବିତ ଅଞ୍ଚଳରେ ଘରଭଙ୍ଗା ସର୍ଭେ, ବିପନ୍ନଙ୍କ ଭଙ୍ଗାଘରର ଜିଓ ଟ୍ୟାଗ୍‌ ବାଧ୍ୟତାମୂଳକ

କଟକ ସଦର,୧୭।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ପ୍ରଭାବରେ ଗୃହଶୂନ୍ୟ ବ୍ୟକ୍ତିମାନଙ୍କୁ ପକ୍କାଘର ଯୋଗାଇ ଦେବା ଲାଗି ରାଜ୍ୟ ସରକାର ଘୋଷଣା କରିବା ପରେ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିଙ୍କର...

ପୋଲାଭରମ୍‌: ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବ ଗୃହ କମିଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲାଭରମ୍‌ ପ୍ରସଙ୍ଗରେ ରାଜ୍ୟର ସ୍ବାର୍ଥ ରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରାଯିବ। ଏ ନେଇ ଓଡ଼ିଶା ବିଧାନସଭା ପକ୍ଷରୁ ଏକ...

ଧାନ ବିକିବାକୁ ଆଧାର ବାଧ୍ୟତାମୂଳକ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ରାଶନ କାର୍ଡ ପରେ ଏବେ ଚାଷୀ ପଞ୍ଜୀକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀ ଧାନ ବିକ୍ରି କରିବେ ସେମାନେ ନାମ ପଞ୍ଜୀକରଣ ବେଳେ...

ରାଜ୍ୟରେ ୯ଲକ୍ଷ ୩୭ହଜାର ପଞ୍ଜୀକୃତ ବେକାରି, ୨୧୦ ନିଯୁକ୍ତିମେଳାରେ ୧ ଲକ୍ଷ ୧୩ ହଜାରଙ୍କୁ ଦିଆଯାଇଛି ନିଯୁକ୍ତି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ ୯ ଲକ୍ଷ ୩୭ ହଜାର ୨୫୧ଜଣ ବେକାର ଯୁବତୀଯୁବକ ରାଜ୍ୟ ସରକାରଙ୍କ ବିଭିନ୍ନ ନିୟୋଜନ କାର୍ଯ୍ୟାଳୟରେ ନାମ ପଞ୍ଜୀକରଣ କରିଛନ୍ତି। ୨୧୦ ନିଯୁକ୍ତିମେଳା...

ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌ ଅଭିଯୋଗ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁର (ନାଉପାଳ) ଗ୍ରାମର ଜଣେ ବ୍ୟବସାୟୀ ବୁଧବାର ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଗାଡି ଡିକି ଭାଙ୍ଗି ଏକ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *