ଆଠମଲ୍ଲିକରେ ରମେଶ ସାଏ ୩୧୬୭୩ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୨୩ ରାଉଣ୍ଡ ଶେଷସୁଦ୍ଧା ୩୧୬୭୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ମୋଟ୍‌ ୫୬୧୮୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୨୪୫୧୧ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୧୮୦୫୪ ଭୋଟ ପାଇଛନ୍ତି।


All Right Reserved By Dharitri.Com

ଏମ୍‌ସିଏଲ୍‌ କୋଇଲା ଖଣି ଦୁର୍ଘଟଣା : ୨ ମୃତଦେହ ଉଦ୍ଧାର

ତାଳଚେର,୨୬।୭(ନି.ପ୍ର.) : ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ମାଟି ଅତଡ଼ା ଧସି ପୋତି ହୋଇ ରହିଥିବା ୩ ଶ୍ରମିକଙ୍କ ମଧ୍ୟରୁ ୨...

ସିଲ୍‌ ହେଲା ଇଭିଏମ୍‌, ଭିଭିପିଏଟି

ଅନୁଗୋଳ ଅଫିସ, ୩୧।୫- ନିର୍ବାଚନରେ ବ୍ୟବହାର ହୋଇଥିବା ୧୧୬୩ଟି କଣ୍ଟ୍ରୋଲ ୟୁନିଟ୍‌, ୧୧୬୩ ବାଲଟ୍‌ ୟୁନିଟ୍‌ ଓ ୧୧୬୩ଟି ଭିଭିପିଏଟିକୁ ଗୁରୁବାର ସୌଭାଗ୍ୟନଗରସ୍ଥିତ ଗୃହରକ୍ଷୀ କାର୍ଯ୍ୟାଳୟ...

କେନ୍ଦ୍ରାପଡା ଲୋକ ସଭାରେ ବିଜେଡି ପ୍ରାର୍ଥୀ ଆଗୁଆ

କେନ୍ଦ୍ରାପଡା ଅଫିସ,୨୩ା୫- ପ୍ରଥମ ରାଉଣ୍ଡ ଗଣତି ପରେ କେନ୍ଦ୍ରାପଡା ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧୩୧୨ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମହାନ୍ତି...

ହିନ୍ଦୋଳରେ ନିର୍ବାଚନୀ ଉଷ୍ମତା: ସବୁ ଦଳର ଜୋର୍‌ଦାର ପ୍ରଚାର

ହିନ୍ଦୋଳ, ୧୭।୪(ଡି.ଏନ.ଏ.)- ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏପ୍ରିଲ ୨୩ରେ ମତଦାନ ହେବ।  ଏହାକୁ ମାତ୍ର ସପ୍ତାହେ ବାକି ଥିବାବେଳେ ଗଁା...

ଅଚଳ ଇଭିଏମକୁ ବଦଳାଗଲା

ଚାନ୍ଦବାଲି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି।...

ହରିୟାଣା ବିଧାନସଭା ନିର୍ବାଚନ: ଯୋଗେଶ୍ୱର, ବବିତାଙ୍କୁ ଟିକେଟ

ନୂଆଦିଲ୍ଲୀ,୧ା୧୦(ପି.ଟି.)-୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ପାଇଁ ଅକ୍ଟୋବର ୨୧ରେ ନିର୍ବାଚନ ହେବାକୁ ଯାଉଥିବାବେଳେ ସୋମବାର ଭାଜପା ୭୮ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ...

କେନ୍ଦ୍ରାପଡ଼ା ବିଧାନସଭା ଆସନରେ କଡ଼ା ଟକ୍କର

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ବିଧାନସଭା ଆସନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୪ର୍ଥ ରାଉଣ୍ଡ ଗଣତି ପରେ ବିଜେଡି...

ଏନ୍‌ଟିପିସିର ୩୦ ତମ ପ୍ରତିଷ୍ଠା ଦିବସ:ସଫଳତା ବଜାୟ ରଖିବାକୁ ଆହ୍ବାନ

ତାଳଚେର,୪ା୬(ନି.ପ୍ର.)କଣିହଁ। ସ୍ଥିତ ଏନ୍‌ଟିପିସି ପ୍ରକଳ୍ପ ପକ୍ଷରୁ ୩୦ ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଚିଫ୍‌ ଜେନେରାଲ ମ୍ୟାନେଜର ରମେଶ ବାବୁ...

Leave a comment

Your email address will not be published. Required fields are marked *