Posted inଜାତୀୟ

ସାରା ବିଶ୍ୱରେ ପ୍ରଚାରିତ ହେବ ‘ମନ କି ବାତ’ର ୧୦୦ ତମ ସଂସ୍କରଣ, ଭାଜପା କରୁଛି ସ୍ୱତନ୍ତ୍ର ପ୍ରସ୍ତୁତି

ନୂଆଦିଲ୍ଲୀ,୨୩ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ର ୧୦୦ତମ ସଂସ୍କରଣକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ବଶେଷ ପ୍ରସ୍ତୁତି ଆରମ୍ଭ କରିଛି । ଭାଜପାର ଯୋଜନା ରହିଛି ସାରା ବିଶ୍ୱରେ ଏହାର ପ୍ରଚାର କରାଯିବ । ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ମୋଦି ଏବେ ବିଶ୍ୱର ନେତା । ସେଥିପାଇଁ ତାଙ୍କ କାର୍ଯ୍ୟକ୍ରମର ପ୍ରସାରଣ ସାରା ବିଶ୍ୱରେ କରାଯିବାକୁ ପ୍ରସ୍ତୁତି କରାଯାଉଛି । ବିଶ୍ୱର ପ୍ରାୟ ସମସ୍ତ ଦେଶ ତାଙ୍କ କାର୍ଯ୍ୟକ୍ରମର ପ୍ରଶଂସା କରୁଛନ୍ତି । ଲୋକେ ମୋଦିଙ୍କ କଥା ଶୁଣିବାକୁ ଚାହୁଁଛନ୍ତି । ତେଣୁ ତାଙ୍କର କାର୍ଯ୍ୟକ୍ରମକୁ ଆମେ ଅଧିକରୁ ଅଧିକ ଦେଶରେ ପ୍ରସାରଣ କରିବାକୁ ଚାହୁଁଛୁ ବୋଲି ଭାଜପା କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?