ଇମାମୀ ପେପର ମିଲ୍‌ରୁ ୧୦୧ କରୋନା ପଜିଟିଭ ଚିହ୍ନଟ

ବାଲେଶ୍ୱର ଅଫିସ,୧୨।୪: ବାଲେଶ୍ୱର ଜିଲା ରେମୁଣାସ୍ଥିତ ଇମାମୀ ପେପର ମିଲରୁ ୧୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୧୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୧ ଜଣ କେବଳ ଇମାମୀ ପେପର ମିଲ୍‌ରୁ ରହିଛନ୍ତି। ବାଲେଶ୍ୱର ସିଡିଏମ୍‌ଓ ଦୁଲାଲସେନ ଜଗଦ୍ଦେବ ଏହି ସୂଚନା ଦେଇଛନ୍ତି।
ଗୋଟିଏ ସ୍ଥାନରୁ ଏକାବେଳେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବା ପରେ ଇମାମୀର ଏକ କଲୋନୀକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ତା’ସହିତ ମିଲ୍‌ର ୩ଟି ୟୁନିଟ ମଧ୍ୟରୁ ଗୋଟିଏ ୟୁନିଟକୁ ପ୍ରଶାସନ ବନ୍ଦ କରି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛପାକ୍‌’ର ଓଡ଼ିଶା ଲିଙ୍କ୍‌

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନିକଟରେ ରିଲିଜ ହୋଇଥିବା ଦୀପିକା ପାଦୁକୋନଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ଛପାକ୍‌’ର ରହିଛି ଓଡ଼ିଶା ଲିଙ୍କ୍‌। ଏସିଡ୍‌ ଆକ୍ରମଣର ଶିକାର ହୋଇଥିବା ଲକ୍ଷ୍ମୀ ଅଗ୍ରଓ୍ବାଲଙ୍କ ଜୀବନର ସଂଘର୍ଷପୂର୍ଣ୍ଣ...

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ସାଂଘାତିକ ଅଭିଯୋଗ: ପାଚେରି ଗଢ଼ି ପ୍ରାକୃତିକ ସମ୍ପତ୍ତି ଜବରଦଖଲ

କଟକ ଅଫିସ, ୩୧ା୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ଏହି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରୀ ନିର୍ମାଣ କରାଯାଇଛି।...

୧୧ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗରି, ରାୟଗଡ଼ା, ପୁରୀ, ଜଗତ୍‌ସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାର କେତେକ...

ରାୟଗଡ଼ାରେ ଗୋଟିଏ ଗ୍ରାମରୁ ଚିହ୍ନଟ ହେଲେ ୭୪ ପଜିଟିଭ

ରାୟଗଡା ଅଫିସ, ୩।୭: ରାଜ୍ୟରେ ଶୁକ୍ରବାର ଗୋଟିଏ ଦିନରେ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ରାୟଗଡ଼ା ଜିଲାରୁ ୭୬ଜଣ ରହିଛନ୍ତି । ତେବେ...

ମୁଖ୍ୟମନ୍ତ୍ରୀଙ୍କ ଭଉଣୀଙ୍କୁ ଅଟକାଇଲା ରାଉରକେଲା ପୋଲିସ

ରାଉରକେଲା ଅଫିସ୍‌, ୨୩।୮: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜଳି ସୋରେନଙ୍କୁ ରାଉରକେଲା ପ୍ଲାଣ୍ଟସାଇଟ ପୋଲିସ ସୋମବାର ଅଟକାଇଛି। ଫଳରେ ଅଞ୍ଜଳି ରାଜଗାଙ୍ଗପୁରରେ ଏକ...

ହିତାଧିକାରୀଙ୍କୁ ପୁନର୍ବାର ମିଳୁ ଚାଉଳ

କେନ୍ଦୁଝର,୧୬ା୨(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟର ୩.୨୫ କୋଟି ଗରିବ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କେଜି ଚାଉଳ ଯୋଗାଣରେ ବଞ୍ଚିତ କରାଯାଇଥିବା...

ବର୍ଷାରେ ବସଷ୍ଟାଣ୍ଡ ବେହାଲ

ବରଗଡ଼ ଅଫିସ,୨୦।୩: ବରଗଡ଼ ସହରର ମୁଖ୍ୟ ପେଣ୍ଠସ୍ଥଳୀରେ ରହିଛି ସରକାରୀ ବସଷ୍ଟାଣ୍ଡ। ଏହି ବସ୍‌ଷ୍ଟାଣ୍ଡରୁ ଜିଲା ସମେତ ଜିଲା ବାହାରକୁ ଅନେକ ସରକାରୀ ଯାତ୍ରୀବାହୀ ବସ୍‌...

ଶ୍ରମିକ ବଦଳରେ ମେଶିନରେ ହେଉଛି କାମ

ଗୋଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ଶ୍ରମିକମାନେ କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅଧୀନ ନିର୍ମାଣ କାର୍ଯ୍ୟରେ ଶ୍ରମିକମାନଙ୍କୁ ନିୟୋଜିତ କରା ନ ଯାଇ...

Advertisement
Archives

Model This Week