Posted inଖେଳ

ସିଜନର ପ୍ରଥମ ଘରୋଇ ମ୍ୟାଚ୍‌ ହାରିଲା ଯୋଦ୍ଧା

ଗ୍ରେଟର୍‌ ନୋଏଡା, ୧୦।୧୦ (ପି.ଟି.)- ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ତେଲଗୁ ଟାଇଟନ୍ସ ୪୧-୩୬ ପଏଣ୍ଟରେ ଘରୋଇ ୟୁପି ଯୋଦ୍ଧାକୁ ପରାସ୍ତ କରିଛି। ଚଳିତ ସିଜନରେ ଘରୋଇ ଗ୍ରାଉଣ୍ଡରେ ଯୋଦ୍ଧାର ଏହା ପ୍ରଥମ ପରାଜୟ। ଯୋଦ୍ଧାର ରିଶଙ୍କ ଡେଭାଡିଗା ଓ ଶ୍ରୀକାନ୍ତ ଯାଦବ ଯଥାକ୍ରମେ ପିକେଏଲ୍‌ରେ ୬୫୦ ଓ ୩୦୦ ପଏଣ୍ଟ ପୂରଣ କରିଛନ୍ତି। ସେହିଭଳି ଦିବସର ଅନ୍ୟ ଏକ ମ୍ୟାଚ୍‌ରେ ବେଙ୍ଗଲ ଓ୍ବାରିୟର୍ସ ୩୩-୨୯ ପଏଣ୍ଟରେ ତାମିଲ ଥଲାଇଭାସକୁ ହରାଇଛି। ସୁକେଶ ହେଗ୍‌ଡେ (୬ ପଏଣ୍ଟ), ମହମ୍ମଦ ନବିବାକ୍ସ (୭) ଓ ରିଙ୍କୁ ନରଓ୍ବାଲ (୫) ପ୍ରମୁଖ ବେଙ୍ଗଲ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ବିଜୟ ସହ ବେଙ୍ଗଲ ୮୩ ପଏଣ୍ଟ ପାଇ ଟେବୁଲ ତାଲିକାରେ ଦବଙ୍ଗ ଦିଲ୍ଲୀ (୮୨)କୁ ପଛରେ ପକାଇ ଶୀର୍ଷ ସ୍ଥାନକୁ ଉଠିଛି।


All Right Reserved By

Posted inଖେଳ

ରୁଟ୍‌, ବଟଲରଙ୍କ ଶତକ ଫିକା: ପାକିସ୍ତାନର ପ୍ରଥମ ବିଜୟ

ନଟିଂହାମ୍‌, ୪।୫-ଜୋ ରୁଟ୍‌ ଓ ଜୋସ୍‌ ବଟଲର ଦ୍ରୁତ ଶତକ ସତ୍ତ୍ୱେ ଇଂଲଣ୍ଡ ଚଳିତ ଆଇସିସି ବିଶ୍ୱକପର ସୋମବାର ଅନୁଷ୍ଠିତ ହାଇସ୍କୋରିଂ ମ୍ୟାଚରେ ପାକିସ୍ତାନଠାରୁ ୧୪...

ପୃଥ୍ବୀ ଶ’ ଡୋପିଂ ମାମଲା: ବିସିସିଆଇର କାର୍ଯ୍ୟଧାରାକୁ ସମାଲୋଚନା

ନୂଆଦିଲ୍ଲୀ, ୯|୮ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଗୁରୁବାର ପୃଥ୍ବୀ ଶ’ ଡୋପିଂ ଉଲ୍ଲଂଘନ ମାମଲା ଉପରେ ଏହାର ଟାଇମ୍‌ ଲାଇନ୍‌ ପ୍ରକାଶ...

ବିଶ୍ୱ ଆଥଲେଟିକ୍ସ ଚାମ୍ପିନଶିପ୍‌: ୩୦୦୦ମି. ଷ୍ଟିପଲଚେଜ୍‌ ଫାଇନାଲରେ ଅବିନାଶ

ଦୋହା,୨।୧୦(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତର ଅବିନାଶ ସାବଲ୍‌ ପୁରୁଷ ୩୦୦୦ ମି. ଷ୍ଟିପଲଚେଜ୍‌ ଫାଇନାଲ୍‌ରେ ପ୍ରବେଶ କରିଛନ୍ତି। ପ୍ରଥମେ ସେ ହାସଲ କରିଥିବା ଜାତୀୟ ରେକର୍ଡଠାରୁ...

ବିବାହରେ ଭାରତୀୟ କ୍ରିକେଟରଙ୍କୁୁ ଆମନ୍ତ୍ରଣ କରିବେ ହସନ ଅଲି

କରାଚୀ,୫।୮(ପି.ଟି.)- ପାକିସ୍ତାନ ପେସର ହସନ ଅଲି ସେପ୍ଟେମ୍ବର ୨୦ରେ ଭାରତୀୟ ନାଗରିକ ସମିଆ ଆର୍ଜୁଙ୍କୁ ଦୁବାଇଠାରେ ବିବାହ କରିବେ। ତାଙ୍କ ବିବାହ ଉତ୍ସବକୁ ଭାରତୀୟ କ୍ରିକେଟରଙ୍କୁ...

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଧାଓ୍ବନ; ଦଳରେ ପନ୍ତ ସାମିଲ

ସାଉଥାମ୍ପ୍‌ଟନ,୨୦।୬(ପି.ଟି.)- ଭାରତୀୟ ତାରକା ଓପ୍‌ନର ଶିଖର ଧାଓ୍ବନ ଚଳିତ ବିଶ୍ୱକପ୍‌ରୁ ବାଦ୍‌ ପଡିଛନ୍ତି। ବୁଢ଼ାଆଙ୍ଗୁଠି ଭାଙ୍ଗିଯିବା ଫଳରେ ସେ ୩ଟି ମ୍ୟାଚ୍‌ରୁ ବାସନ୍ଦ ହୋଇଥିଲେ। ତେବେ...

ପନ୍ତଙ୍କୁ ଉପେକ୍ଷା: ପଣ୍ଟିଂ ଚକିତ

ନୂଆଦିଲ୍ଲୀ, ୧୮।୪(ପି.ଟି.)- ଭାରତୀୟ ବିଶ୍ୱକପ୍‌ ଦଳରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ସ୍ଥାନ ନ ମିଳିବା ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ତଥା ଦିଲ୍ଲୀ କ୍ୟାପିଟାଲ୍ସ...

ଅଭ୍ୟାସ ମ୍ୟାଚ୍‌: ମାରକ୍ରାମଙ୍କ ଶତକ, ବଭୁମାଙ୍କ ଅର୍ଦ୍ଧଶତକ

ବିଜୟନଗରମ,୨୮।୯(ପି.ଟି.)- ସ୍ଥାନୀୟ ପିଭିଜି ରାଜୁ ଏସିଏ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଭାରତୀୟ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟ ଚାଲିଥିବା ୩ ଦିନିଆ ଅଭ୍ୟାସ...

ଜାତୀୟ ମହିଳା ଚେସ୍‌ ଚାମ୍ପିୟନଶିପ୍‌ : ଟାଇଟଲ ବଜାୟ ରଖିଲେ ଭକ୍ତି କୁଲକର୍ନୀ

କାରାଇକୁଡି, ୨୭ା୭ (ପି.ଟି.)- ଗତଥରର ଚମ୍ପିୟନ ତଥା ଏୟାର ଇଣ୍ଡିଆର ଭକ୍ତି କୁଲକର୍ନୀ ଏଠାରେ ଚାଲିଥିବା ୪୬ତମ ଜାତୀୟ ମହିଳା ଚେସ୍‌ ଚାମ୍ପିୟନଶିପ୍‌ରେ ତାଙ୍କ ଟାଇଟଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *